ଏଫିସୀୟ 5:20 - ପବିତ୍ର ବାଇବଲ20 ପ୍ରତ୍ୟେକ କଥା ପାଇଁ ପରମପିତା ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପରମେଶ୍ୱରଙ୍କୁ ଧନ୍ୟବାଦ ଅର୍ପଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ଵରଙ୍କୁ ଧନ୍ୟବାଦ ଦିଅ, Gade chapit laଓଡିଆ ବାଇବେଲ20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ, Gade chapit laପବିତ୍ର ବାଇବଲ (CL) NT (BSI)20 ସର୍ବଦା ସବୁ ବିଷୟ ପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ, Gade chapit la |
ସେ ପ୍ରାର୍ଥନା କରି କହିଲା, “ମୁଁ ଯେତେବେଳେ ଏହି ପୃଥିବୀରେ ଜନ୍ମ ଲାଭ କଲି ସେତେବେଳେ ମୁଁ ଲଙ୍ଗଳା ଥିଲି ଓ ମୋ’ ପାଖରେ କିଛି ନ ଥିଲା। ଠିକ୍ ସେହିପରି ମୁଁ ଯେତେବେଳେ ମୃତ୍ୟୁବରଣ କରିବି ଓ ଏ ପୃଥିବୀକୁ ତ୍ୟାଗ କରିବି ସେତେବେଳେ ମଧ୍ୟ ଲଙ୍ଗଳା ଓ ଖାଲି ହାତରେ ଯିବି। ସଦାପ୍ରଭୁ ସବୁକିଛି ଦିଅନ୍ତି ଏବଂ ସବୁକିଛି ନେଇ ଯାଆନ୍ତି। ତେଣୁ ସଦାପ୍ରଭୁଙ୍କ ନାମ ହିଁ ପ୍ରଶଂସା ଯୋଗ୍ୟ।”