ଏଫିସୀୟ 5:21 - ପବିତ୍ର ବାଇବଲ21 ପରସ୍ପର ପ୍ରତି ବାଧ୍ୟ ହେବା ପାଇଁ ଇଚ୍ଛୁକ ହୁଅ। ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସମ୍ମାନ କରୁଥିବାରୁ ଏହା କର। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପର ବଶୀଭୂତ ହୁଅ। Gade chapit laଓଡିଆ ବାଇବେଲ21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂୂତ ହୁଅ । Gade chapit laପବିତ୍ର ବାଇବଲ (CL) NT (BSI)21 ଖ୍ରୀଷ୍ଟଙ୍କ ପ୍ରତି ତୁମ୍ଭମାନଙ୍କର ଭକ୍ତି ଥିବାରୁ ତୁମ୍ଭେମାନେ ପରସ୍ପରର ବଶବର୍ତ୍ତୀ ହୁଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ। Gade chapit la |
ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସେମାନଙ୍କର ଅଧୀନରେ ରୁହ। ସେମାନେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାୟୀ। ଅତଏବ, ସେମାନେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥା’ନ୍ତି। ସେମାନଙ୍କର ଆଜ୍ଞାପାଳନ କର ଯେପରି ଏହି କାମଟି ସେମାନେ ଖୁସୀ ମନରେ କରିବେ, ଦୁଃଖରେ ନୁହେଁ। ସେମାନଙ୍କର କାମ କଠିନ ହେଲେ, ତା'ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।