ଏଫିସୀୟ 5:24 - ପବିତ୍ର ବାଇବଲ24 ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ ଅଟେ, ସେହିପରି ହେ ପତ୍ନୀମାନେ, ତୁମ୍ଭେମାନେ ପ୍ରତ୍ୟେକ କଥାରେ ନିଜ ପତିଙ୍କର ବଶୀଭୂତା ହେବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)24 ହଁ, ମଣ୍ତଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତା, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ଵାମୀର ବଶୀଭୂତା ହେଉନ୍ତୁ। Gade chapit laଓଡିଆ ବାଇବେଲ24 ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବସୀଭୂତା ହେଉନ୍ତୁ। Gade chapit laପବିତ୍ର ବାଇବଲ (CL) NT (BSI)24 ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କଠାରେ ବଶୀଭୂତ, ସ୍ତ୍ରୀମାନେ ଠିକ୍ ସେହିପରି ନିଜ ନିଜ ସ୍ୱାମୀ ନିକଟରେ ସମ୍ପୂର୍ଣ୍ଣଭାବେ ବଶୀଭୂତା ହୁଅନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ। Gade chapit la |