ଏଫିସୀୟ 5:28 - ପବିତ୍ର ବାଇବଲ28 ଠିକ୍ ସେହିଭଳି ପତିମାନେ ନିଜ-ନିଜ ପତ୍ନୀଙ୍କୁ ପ୍ରେମ କରିବା କଥା। ନିଜ ଶରୀରକୁ ପ୍ରେମ କରିଲା ଭଳି ପ୍ରେମ କରିବା କଥା। ଯେଉଁ ଲୋକ ନିଜ ପତ୍ନୀକୁ ପ୍ରେମ କରେ, ସେ ନିଜ ଶରୀରକୁ ପ୍ରେମ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)28 ସେହିପରି ସ୍ଵାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ; Gade chapit laଓଡିଆ ବାଇବେଲ28 ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍ । ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ; Gade chapit laପବିତ୍ର ବାଇବଲ (CL) NT (BSI)28 ସ୍ୱାମୀମାନେ ନିଜ ଶରୀର ତୁଲ୍ୟ ମନେ କରି ନିଜ ସ୍ତ୍ରୀକୁ ପ୍ରେମ କରିବା ଉଚିତ। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ନିଜକୁ ପ୍ରେମ କରେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ; Gade chapit la |