ଏଫିସୀୟ 5:29 - ପବିତ୍ର ବାଇବଲ29 କୌଣସି ଲୋକ ନିଜ ଶରୀରକୁ କେବେ ହେଲେ ଘୃଣା କରେ ନାହିଁ। ପ୍ରତ୍ୟେକ ଲୋକ ନିଜର ଶରୀର ପାଇଁ ଖାଦ୍ୟ ଖାଏ ଓ ଶରୀରର ଯତ୍ନ ନିଏ। ଠିକ୍ ଏହି କଥା ଖ୍ରୀଷ୍ଟ ମଣ୍ଡଳୀ ପାଇଁ ମଧ୍ୟ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)29 କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ, ଖ୍ରୀଷ୍ଟ ମଧ୍ୟ ମଣ୍ତଳୀ ପ୍ରତି ସେହିପରି କରନ୍ତି, Gade chapit laଓଡିଆ ବାଇବେଲ29 କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; Gade chapit laପବିତ୍ର ବାଇବଲ (CL) NT (BSI)29 (କେହି କେବେ ଆପଣା ଶରୀରକୁ ଘୃଣା କରେ ନାହିଁ। ବରଂ ଶରୀରର ଭରଣ ପୋଷଣ କରେ ଓ ତାହାର ଯତ୍ନ ନିଏ - ଖ୍ରୀଷ୍ଟ ଯେପରି ମଣ୍ଡଳୀର ଯତ୍ନ ନିଅନ୍ତି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି, Gade chapit la |
“ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ।