ଏଫିସୀୟ 5:32 - ପବିତ୍ର ବାଇବଲ32 ଏହି ସତ୍ୟଟି ଅତି ମହତ୍ତ୍ୱପୂର୍ଣ୍ଣ। ଖ୍ରୀଷ୍ଟ ଓ ମଣ୍ଡଳୀ ବିଷୟରେ ମୁଁ ଏହା କହୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)32 ଏହା ଗୋଟିଏ ଅତି ନିଗୂଢ଼ ତତ୍ତ୍ଵ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ତଳୀ ସମ୍ଵନ୍ଧରେ ଏହା କହୁଅଛି। Gade chapit laଓଡିଆ ବାଇବେଲ32 ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)32 ଶାସ୍ତ୍ରର ଏହି ଅଂଶରେ ଏକ ନିଗୂଢ଼ ସତ୍ୟ ପ୍ରକାଶିତ ହୋଇଛି: ଏହା ଖ୍ରୀଷ୍ଟ ଓ ମଣ୍ଡଳୀ ପ୍ରତି ପ୍ରଯୁଜ୍ୟ ବୋଲି ମୁଁ ବୁଝିଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି। Gade chapit la |
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।