ଏଫିସୀୟ 6:16 - ପବିତ୍ର ବାଇବଲ16 ଏହା ସହିତ ବିଶ୍ୱାସର ଢାଲ ମଧ୍ୟ ବ୍ୟବହାର କର। ତାହାଦ୍ୱାରା ତୁମ୍ଭେ ଶୟତାନର ସମସ୍ତ ଜ୍ୱଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେଥି ସଙ୍ଗେ ସଙ୍ଗେ, ଯଦ୍ଦ୍ଵାରା ପାପାତ୍ମାର ଅଗ୍ନିବାଣସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ଵାସରୂପ ଢାଲ ଧର। Gade chapit laଓଡିଆ ବାଇବେଲ16 ଯେପରି ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧାର । Gade chapit laପବିତ୍ର ବାଇବଲ (CL) NT (BSI)16 ସର୍ବଦା, ବିଶ୍ୱାସର ଢ଼ାଲ ବହନ କର, ଏହା ସାହାଯ୍ୟରେ ଶୟତାନ ଦ୍ୱାରା ନିକ୍ଷିପ୍ତ ସମସ୍ତ ଅଗ୍ନିବାଣକୁ ନିର୍ବାପିତ କରିବାକୁ ତୁମ୍ଭେମାନେ ସମର୍ଥ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏବଂ ସେଥି ସଙ୍ଗେ ସଙ୍ଗେ, ଯଦ୍ବାରା ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧର। Gade chapit la |