Biblia Todo Logo
Bib sou entènèt

- Piblisite -




ଏଫିସୀୟ 6:24 - ପବିତ୍ର ବାଇବଲ

24 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଶେଷ ପ୍ରେମ ଭାବ ରଖିଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେସମସ୍ତଙ୍କ ସହବର୍ତ୍ତୀ ହେଉ।

Gade chapit la Kopi

ଓଡିଆ ବାଇବେଲ

24 ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଆମର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ଯେଉଁମାନଙ୍କ ପ୍ରେମ ଅବିନଶ୍ୱର, ସେ ସେମାନଙ୍କୁ ଅନୁଗ୍ରହ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।

Gade chapit la Kopi




ଏଫିସୀୟ 6:24
16 Referans Kwoze  

ଯୀଶୁ କହିଲେ, “ତୁମ୍ଭେ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦେଇ ପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରେମ କରିବ।’


ଯଦି ତୁମ୍ଭମାନଙ୍କର ଦାନ ଦେବାର ଇଚ୍ଛା ଅଛି, ତା'ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେହି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ୟ କରାଯିବ; ତୁମ୍ଭମାନଙ୍କ ପାଖରେ ଯାହା ନାହିଁ, ସେ ଅନୁସାରେ ନୁହେଁ।


ମୋ’ ସହିତ ଏଠିକାର ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। ଯେଉଁମାନେ ବିଶ୍ୱାସରେ ଆମ୍ଭକୁ ଭଲ ପାଆନ୍ତି, ସେମାନଙ୍କୁ ନମସ୍କାର ଜଣାଇବ। ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ।


ତୁମ୍ଭେ ନିଜେ ଯୁବକମାନଙ୍କ ପାଇଁ ପ୍ରତ୍ୟେକ ଭାବରେ ଆଦର୍ଶ ହେବା ପାଇଁ ଉତ୍ତମ କାମ କରିବା ଦରକାର। ତୁମ୍ଭର ଶିକ୍ଷା ଦେବାରେ ତୁମ୍ଭେ ସଚ୍ଚୋଟ ଓ ଗମ୍ଭୀର ରହିବା ଉଚିତ୍।


ତୁମ୍ଭର ଆତ୍ମା ସହିତ ପ୍ରଭୁ ରୁହନ୍ତୁ। ତୁମ୍ଭ ସମସ୍ତଙ୍କ ଉପରେ ତାହାଙ୍କର ଅନୁଗ୍ରହ ରହୁ।


ମୁଁ ତୁମ୍ଭମାନଙ୍କୁ ଦାନ ଦେବା ପାଇଁ ଆଦେଶ ଦେଉ ନାହିଁ। କିନ୍ତୁ ମୁଁ ଦେଖିବାକୁ ଇଚ୍ଛା କରେ ଯେ, ପ୍ରକୃତରେ ତୁମ୍ଭମାନଙ୍କ ପ୍ରେମ ସତ୍ୟ ଅଟେ। ଅନ୍ୟ ଲୋକମାନେ ସାହାଯ୍ୟ କରିବା ପାଇଁ ଦେଖାଉଥିବା ଉତ୍ସାହ ବିଷୟରେ କହି ଏହା ମୁଁ ଦେଖାଇ ଦେବାକୁ ଗ୍ଭହେଁ।


ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”


ଆମ୍ଭକୁ ପରୀକ୍ଷାରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।’


ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।


ମୁଁ ପାଉଲ, ନିଜ ହସ୍ତାକ୍ଷରରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛି। ମୋର ବନ୍ଦୀଦଶା ସ୍ମରଣ କର। ତୁମ୍ଭମାନଙ୍କ ପ୍ରତି ପରମେଶ୍ୱରଙ୍କର ଅନୁଗ୍ରହ ରହୁ। ଆମେନ୍।


କେତେକ ଲୋକ ପରମେଶ୍ୱରଙ୍କର ମହିମା, ସମ୍ମାନ ଓ ପରମେଶ୍ୱର ଦେବାକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ଧୈର୍ଯ୍ୟପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସେହି ଲୋକମାନଙ୍କୁ ପରମେଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ।


ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପିତା ପରମେଶ୍ୱରଙ୍କ ଦ୍ୱାରା ଭାଇ ଓ ଭଉଣୀମାନଙ୍କୁ ଶାନ୍ତି, ପ୍ରେମ ଓ ବିଶ୍ୱାସ ପ୍ରାପ୍ତ ହେଉ।


ଯୀଶୁ ଖ୍ରୀଷ୍ଟଙ୍କ ସେବକ ପାଉଲ ଓ ତୀମଥି, ଫିଲି‌ପ୍‌ପୀର ଖ୍ରୀଷ୍ଟ ଯୀଶୁଙ୍କ ସମସ୍ତ ପବିତ୍ର ଲୋକମାନଙ୍କୁ ଓ ତୁମ୍ଭମାନଙ୍କର ପ୍ରାଚୀନ ଏବଂ ବିଶେଷ ସେବକମାନଙ୍କୁ ପତ୍ର।


Swiv nou:

Piblisite


Piblisite