ଏଫିସୀୟ 6:4 - ପବିତ୍ର ବାଇବଲ4 ହେ ପିତାମାନେ! ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ରଗାଅ ନାହିଁ। କିନ୍ତୁ ପ୍ରଭୁଙ୍କ ବିଷୟକ ଉପଦେଶ ଓ ଶିକ୍ଷା ଦେଇ ସେମାନଙ୍କୁ ପ୍ରତିପାଳନ କର। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ଵାରା ପ୍ରତିପାଳନ କର। Gade chapit laଓଡିଆ ବାଇବେଲ4 ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର । Gade chapit laପବିତ୍ର ବାଇବଲ (CL) NT (BSI)4 ପିତାମାତାମାନେ, ପିଲାମାନଙ୍କୁ ଉତ୍ତ୍ୟକ୍ତ କରିବା ଭଳି କୌଣସି ବ୍ୟବହାର କର ନାହିଁ, ବରଂ ଖ୍ରୀଷ୍ଟୀୟ ଶୃଙ୍ଖଳା ଓ ଶିକ୍ଷାରେ ସେମାନଙ୍କୁ ପାଳନ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର। Gade chapit la |
“ଯଦି ସଦାପ୍ରଭୁଙ୍କ ସେବା ତୁମ୍ଭ ଦୃଷ୍ଟିରେ ମନ୍ଦ ଦିଶେ। ତେବେ ତୁମ୍ଭେମାନେ କାହାର ସେବା କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନେବାକୁ ପଡ଼ିବ ଯେ ତୁମ୍ଭେ କାହାର ସେବା କରିବ। ତୁମ୍ଭେ କ’ଣ ତୁମ୍ଭ ପୂର୍ବପୁରୁଷଗଣର ଇଉଫ୍ରେଟିସ୍ ନଦୀ ସେପାରୀରେ ଥିବା ଦେବତାଗଣଙ୍କୁ ପୂଜା କରିବ? କିମ୍ବା ସେହି ଦେଶରେ ବାସ କରିଥିବା ଇମୋରୀୟମାନଙ୍କର ଦେବତାଙ୍କୁ ପୂଜା କରିବ? ତୁମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁଁ ଓ ମୋର ପରିବାରବର୍ଗ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ସେବା କରିବୁ!”