ଏଫିସୀୟ 6:6 - ପବିତ୍ର ବାଇବଲ6 ମାଲିକ ଉପସ୍ଥିତ ଥିଲାବେଳେ ତୁମ୍ଭେ ସେମାନଙ୍କୁ ଖୁସୀ କରିବା ପାଇଁ କେବଳ ଆଜ୍ଞା ପାଳନ କଲେ ହେବ ନାହିଁ, ମାତ୍ର ତାହାଠାରୁ ଆହୁରି ଅଧିକ କାର୍ଯ୍ୟ ବିଶ୍ୱସ୍ତ ଭାବରେ ସବୁ ସମୟରେ କରିବାକୁ ହେବ। ତୁମ୍ଭେ ଯେପରି ଖ୍ରୀଷ୍ଟଙ୍କର ବାଧ୍ୟ ହୋଇଛ, ଠିକ୍ ସେହିପରି ନିଜ ମାଲିକମାନଙ୍କର ମଧ୍ୟ ବାଧ୍ୟ ହେବ। ସମ୍ପୂର୍ଣ୍ଣ ହୃଦୟର ସହିତ ଯାହା ପରମେଶ୍ୱର ଗ୍ଭହାନ୍ତି, ତୁମ୍ଭେ ତାହା କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)6 ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ଵରଙ୍କ ଇଚ୍ଛା ସାଧନ କର। Gade chapit laଓଡିଆ ବାଇବେଲ6 ମନୁଷ୍ୟକୁ ସନ୍ତୁଷ୍ଟ କଲାପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ୱରଙ୍କ ଇଚ୍ଛା ସାଧନ କର । Gade chapit laପବିତ୍ର ବାଇବଲ (CL) NT (BSI)6 କେବଳ ମୁନିବ ତୁମକୁ ଲକ୍ଷ୍ୟ କରୁଥିବା ସମୟରେ ତାଙ୍କର ସନ୍ତୋଷଭାଜନ ହେବା ପାଇଁ ଏହା ନ କରି, ଖ୍ରୀଷ୍ଟଙ୍କ କ୍ରୀତଦାସ ରୂପେ ତୁମର ସମସ୍ତ ହୃଦୟ ଦେଇ ଈଶ୍ୱରଙ୍କ ଇଚ୍ଛା ସାଧନ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ବରଙ୍କ ଇଚ୍ଛା ସାଧନ କର। Gade chapit la |
ମୋ’ ପ୍ରିୟ ମିତ୍ରଗଣ! ତୁମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ଥିଲାବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ନ ଥିଲାବେଳେ ମଧ୍ୟ ତୁମ୍ଭେ ତାହାଙ୍କ ବାଧ୍ୟ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହେବା ଆବଶ୍ୟକ ଯେ ମୋ’ ସାହାଯ୍ୟ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ୱରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।
ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ: ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ;