ଏଷ୍ଟର 1:1 - ପବିତ୍ର ବାଇବଲ1 ଅକ୍ଷଶ୍ୱେରଶ ରାଜାଙ୍କ ସମୟରେ ଏପରି ଘଟିଥିଲା ଯେ ସେ ହିନ୍ଦୁସ୍ଥାନରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶ ଉପରେ ରାଜତ୍ୱ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅକ୍ଷଶ୍ଵେରଶ ହିନ୍ଦୁସ୍ଥାନଠାରୁ କୁଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲା। Gade chapit laଓଡିଆ ବାଇବେଲ1 ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ୍ ପ୍ରଦେଶ ଉପରେ ରାଜ୍ୟ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲେ। Gade chapit la |
ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତେଇଶ୍ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖୟର ଆଜ୍ଞା ଅନୁସାରେ ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶର ଅନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷାରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ। ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲେଖାଗଲା।