Biblia Todo Logo
Bib sou entènèt

- Piblisite -




ଏଷ୍ଟର 1:11 - ପବିତ୍ର ବାଇବଲ

11 ଲୋକମାନଙ୍କୁ ଓ ରାଜପୁତ୍ରମାନଙ୍କୁ ତାଙ୍କର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ, ରାଣୀ ବଷ୍ଟୀଙ୍କୁ ରାଜମୁକୁଟ ପିନ୍ଧାଇ ରାଜାଙ୍କ ଆଗକୁ ଆଣ। ଯେହେତୁ ସେ ପରମ ସୁନ୍ଦରୀ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାକୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ; ଯେଣୁ ସେ ପରମ ସୁନ୍ଦରୀ ଥିଲା।

Gade chapit la Kopi

ଓଡିଆ ବାଇବେଲ

11 “ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ,” ଯେଣୁ ସେ ପରମ ସୁନ୍ଦରୀ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ।

Gade chapit la Kopi




ଏଷ୍ଟର 1:11
9 Referans Kwoze  

ଲାବଣ୍ୟ ପ୍ରବଞ୍ଚନା ଜନକ ଓ ସୌନ୍ଦର୍ଯ୍ୟ ଅସାର, ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।


ମନୁଷ୍ୟର ମନ ଆପଣାର ପଥ ବିଷୟରେ କଳ୍ପନା କରେ, ମାତ୍ର ସଦାପ୍ରଭୁ ତାହାର ଗ୍ଭଲିବାକୁ ନିର୍ଦ୍ଦେଶ କରନ୍ତି।


ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସନ ଏବଂ ଅଶ୍ୱ ଯେଉଁଥିରେ ରାଜା ଆରୋହଣ କରନ୍ତି ତାହା ଅଣାଯାଉ ଏବଂ ତାଙ୍କର ମସ୍ତକରେ ରାଜମୁକୁଟ ପିନ୍ଧା ଯାଉ।


ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ଅତି ସୁନ୍ଦର ଯୁବକ କେହି ନ ଥିଲେ। ଲୋକମାନେ ତା'ର ସୌନ୍ଦର୍ଯ୍ୟକୁ ପ୍ରଶଂସା କରୁଥିଲେ। ତା'ର ପାଦରୁ ମସ୍ତକ ପର୍ଯ୍ୟନ୍ତ କେଉଁଠାରେ ଖୁଣ ନ ଥିଲା।


ସେ ଲୋକ ଜଣକର ନାମ ନାବଲ ଥିଲା ଏବଂ ତାଙ୍କ ସ୍ତ୍ରୀର ନାମ ଅବୀଗଲ ଥିଲା, ସେ ଭାରି ସୁନ୍ଦରୀ ଓ ବୁଦ୍ଧିମତୀ ମଧ୍ୟ ଥିଲା। କିନ୍ତୁ ନାବଲ ଭାରି ନିର୍ଦ୍ଦୟ ଓ ପାପିଷ୍ଠ ଥିଲା। ସେ କାଲେବ ପରିବାରର ଥିଲା।


ତହିଁରେ ରାଜା ଅନ୍ୟସକଳ ସ୍ତ୍ରୀଠାରୁ ଏଷ୍ଟରକୁ ଅଧିକ ପ୍ରେମ କଲା ଏବଂ ଅନ୍ୟ ସମସ୍ତ ଯୁବତୀଠାରୁ ସେ ରାଜାର ଦୃଷ୍ଟିରେ ଅନୁଗ୍ରହ ଓ ଦୟା ପାଇଲା। ଏଣୁ ସେ ତାହାର ମସ୍ତକରେ ରାଜ ମୁକୁଟ ଦେଇ ବଷ୍ଟୀ ବଦଳରେ ତାହାକୁ ରାଣୀ କଲା।


ମାତ୍ର ବଷ୍ଟୀରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାର କଥିତ ଆଜ୍ଞାରେ ଆସିବାକୁ ରାଜି ହେଲା ନାହିଁ। ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାହାର ଅନ୍ତକରଣରେ କ୍ରୋଧାଗ୍ନି ପ୍ରଜ୍ୱଳିତ ହେଲା।


Swiv nou:

Piblisite


Piblisite