ଏଷ୍ଟର 1:12 - ପବିତ୍ର ବାଇବଲ12 ମାତ୍ର ବଷ୍ଟୀରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାର କଥିତ ଆଜ୍ଞାରେ ଆସିବାକୁ ରାଜି ହେଲା ନାହିଁ। ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାହାର ଅନ୍ତକରଣରେ କ୍ରୋଧାଗ୍ନି ପ୍ରଜ୍ୱଳିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)12 ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ଵାରା ରାଜାର କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲା ଓ ତାହାର ଅନ୍ତଃକରଣରେ କ୍ରୋଧାଗ୍ନି ପ୍ରଜ୍ଵଳିତ ହେଲା। Gade chapit laଓଡିଆ ବାଇବେଲ12 ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ଜ୍ୱଳିତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା। Gade chapit la |
ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ। ମାତ୍ର ତତ୍କ୍ଷଣାତ୍ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ। ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳୁ ତାହାର ନାମ ଲୋପ କରିବ। ଏବଂ ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ଗୋଷ୍ଠୀୟ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।