Biblia Todo Logo
Bib sou entènèt

- Piblisite -




ଏଷ୍ଟର 1:15 - ପବିତ୍ର ବାଇବଲ

15 ରାଜା ସେମାନଙ୍କୁ ପଗ୍ଭରିଲେ, “ରାଣୀଙ୍କୁ ଆଇନ୍ ଅନୁଯାୟୀ କ’ଣ କରାଯିବା ଉଚିତ୍? ଯେହେତୁ ସେ ରାଜା ଆଦେଶ ଅବଜ୍ଞା କରିଛନ୍ତି, ଯାହାକି ନପୁଂସକମାନଙ୍କ ଦ୍ୱାରା ଦିଆଯାଇଥିଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 (ରାଜା ପଚାରିଲା) ବଷ୍ଟୀ ରାଣୀ ନପୁଂସକ-ମାନଙ୍କ ଦ୍ଵାରା ପ୍ରେରିତ ଅକ୍ଷଶ୍ଵେରଶ ରାଜାର ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାକୁ କଅଣ କରିବା?

Gade chapit la Kopi

ଓଡିଆ ବାଇବେଲ

15 (ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 (ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା?”

Gade chapit la Kopi




ଏଷ୍ଟର 1:15
4 Referans Kwoze  

ତହିଁରେ ହାମନ୍ ଭିତରକୁ ଆସିବାରୁ ରାଜା ତାହାକୁ କହିଲା, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କ’ଣ କରାଯିବ?” ହାମନ୍ ମନେ ମନେ ଭାବିଲା, “ରାଜା ମୋ’ ବିନା ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ?”


ଆଉ ଅକ୍ଷଶ୍ୱେରଶର ସମୟରେ ତାହାର ଅଧିକାରର ଆରମ୍ଭରେ ସେମାନେ ଯିହୁଦା ଓ ଯିରୁଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦ ପତ୍ର ଲେଖିଲେ।


ଏହି ସମୟରେ କର୍ଶନା, ଶେଥର, ଅ‌‌‌‌‌ଦ୍‌‌‌‌‌ମାଥା, ‌ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାର ନିକଟବର୍ତ୍ତୀ ଥିଲେ। ଏହି ସାତ ଜଣ ପାରସ୍ୟ ଓ ମାଦିୟା ଦେଶର ଅଧିପତି, ଯେଉଁମାନେ ରାଜାଙ୍କର ନିକଟତମ ଓ ରାଜ୍ୟକୁ ଶାସନ କରୁଥିଲେ।


ଏଥିରେ ରାଜାଙ୍କର ଓ ଅଧିପତିଗଣର ସାକ୍ଷାତରେ ମମୁଖନ ଉତ୍ତର ଦେଇ କହିଲେ, “ବଷ୍ଟୀରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାର ଅଧୀନସ୍ଥ ପ୍ରଦେଶର ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କ ପ୍ରତି ଭୁଲ୍ କର୍ମ କରୁଛନ୍ତି।


Swiv nou:

Piblisite


Piblisite