Biblia Todo Logo
Bib sou entènèt

- Piblisite -




ଏଷ୍ଟର 1:16 - ପବିତ୍ର ବାଇବଲ

16 ଏଥିରେ ରାଜାଙ୍କର ଓ ଅଧିପତିଗଣର ସାକ୍ଷାତରେ ମମୁଖନ ଉତ୍ତର ଦେଇ କହିଲେ, “ବଷ୍ଟୀରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାର ଅଧୀନସ୍ଥ ପ୍ରଦେଶର ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କ ପ୍ରତି ଭୁଲ୍ କର୍ମ କରୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏଥିରେ ମମୁଖନ୍ ରାଜାର ଓ ଅଧିପତିଗଣର ସାକ୍ଷାତରେ ଉତ୍ତର ଦେଲା, ବଷ୍ଟୀ ରାଣୀ କେବଳ ମହାରାଜଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ଵେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛି।

Gade chapit la Kopi

ଓଡିଆ ବାଇବେଲ

16 ଏଥିରେ ମମୁଖନ୍‍ ରାଜାଙ୍କ ଓ ଅଧିପତିଗଣଙ୍କ ସାକ୍ଷାତରେ ଉତ୍ତର ଦେଲା,” ବଷ୍ଟୀ ରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିରେ ମମୁଖନ୍‍ ରାଜାଙ୍କ ଓ ଅଧିପତିଗଣଙ୍କ ସାକ୍ଷାତରେ ଉତ୍ତର ଦେଲା, “ବଷ୍ଟୀ ରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛନ୍ତି।

Gade chapit la Kopi




ଏଷ୍ଟର 1:16
6 Referans Kwoze  

ପାଉଲ କହିଲେ, “ମୁଁ ବର୍ତ୍ତମାନ କାଇସରଙ୍କ ବିଗ୍ଭର ଆସନ ସମ୍ମୁଖରେ ଠିଆ ହୋଇଛି। ଏଠାରେ ହିଁ ମୋର ବିଗ୍ଭର ହେବ। ମୁଁ ଯିହୂଦୀୟମାନଙ୍କ ପ୍ରତି କୌଣସି ଭୁଲ୍ କରି ନାହିଁ, ଏହା ଆପଣ ଜାଣନ୍ତି।


ପାଉଲ କହିବା ଆରମ୍ଭ କହିବା ମାତ୍ରେ ଗାଲ୍ଲିୟୋନ୍ ଯିହୂଦୀୟମାନଙ୍କୁ କହିଲେ, “ଯଦି ଏହା କୌଣସି ଅପରାଧ ବା କୌଣସି ସାଂଘାତିକ ଦୁର୍ବ୍ୟବହାର ବିଷୟରେ ଅଭିଯୋଗ ହୋଇଥା’ନ୍ତା, ତେବେ ତୁମ୍ଭମାନଙ୍କର କଥା ଶୁଣିବା ମୋର କର୍ତ୍ତବ୍ୟ ହୋଇଥା’ନ୍ତା,


ଆଉ ଅକ୍ଷଶ୍ୱେରଶର ସମୟରେ ତାହାର ଅଧିକାରର ଆରମ୍ଭରେ ସେମାନେ ଯିହୁଦା ଓ ଯିରୁଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦ ପତ୍ର ଲେଖିଲେ।


ରାଜା ସେମାନଙ୍କୁ ପଗ୍ଭରିଲେ, “ରାଣୀଙ୍କୁ ଆଇନ୍ ଅନୁଯାୟୀ କ’ଣ କରାଯିବା ଉଚିତ୍? ଯେହେତୁ ସେ ରାଜା ଆଦେଶ ଅବଜ୍ଞା କରିଛନ୍ତି, ଯାହାକି ନପୁଂସକମାନଙ୍କ ଦ୍ୱାରା ଦିଆଯାଇଥିଲା।”


କାରଣ ରାଣୀର ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପିଯିବ। ‘ଏହା କହି ସ୍ତ୍ରୀମାନେ ସେମାନଙ୍କର ସ୍ୱାମୀମାନଙ୍କୁ ଅବମାନନା କରିବେ।’ ଆଉ ଅକ୍ଷଶ୍ୱେରଶ ରାଜା ବଷ୍ଟୀରାଣୀକି ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲା ନାହିଁ।


Swiv nou:

Piblisite


Piblisite