Biblia Todo Logo
Bib sou entènèt

- Piblisite -




ଏଷ୍ଟର 1:8 - ପବିତ୍ର ବାଇବଲ

8 ଦ୍ରାକ୍ଷାରସ ନିୟମ ଅନୁସାରେ ଥିଲା। କାହାରିକୁ ମଧ୍ୟ କରାଗଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ବିଧାନାନୁସାରେ ପାନ କରାଗଲା; କେହି ବଳାତ୍କାର କରି ନ ପାରିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲା।

Gade chapit la Kopi

ଓଡିଆ ବାଇବେଲ

8 ଯଦ୍ୟପି ପାନ କରିବା ବିଧିଗତ ଥିଲା; କିନ୍ତୁ କାହାରି ପାଇଁ ପାନ କରିବା ବାଧ୍ୟତାମୁଳକ କରାଯାଇନଥିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ ପାନ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯଦ୍ୟପି ପାନ କରିବା ବିଧିଗତ ଥିଲା; କିନ୍ତୁ କାହାରି ପାଇଁ ପାନ କରିବା ବାଧ୍ୟତାମୂଳକ କରାଯାଇ ନ ଥିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ ପାନ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲେ।

Gade chapit la Kopi




ଏଷ୍ଟର 1:8
6 Referans Kwoze  

ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି। ତାହା ସମଗ୍ର ପୃଥିବୀକୁ ମତୁଆଳ କରିଅଛି। ଗୋଷ୍ଠୀମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି। ତେଣୁ ସେମାନେ ଉନ୍ମତ୍ତ ହୋଇଅଛନ୍ତି।


ତା'ପରେ ଯୀଶୁ ସେବକମାନଙ୍କୁ କହିଲେ, “ବର୍ତ୍ତମାନ ସେଥିରୁ କିଛି ପାଣି କାଢ଼ି ନେଇ ଭୋଜିକର୍ତ୍ତାଙ୍କ ପାଖକୁ ଯାଅ।” ସେଥିରେ ସେମାନେ ସେହି ପାଣି ନେଇ ତାହାଙ୍କ ପାଖରେ ପହଞ୍ଚିଲେ।


ତେଣୁ ଆମ୍ଭେମାନେ ରେଖବୀୟ ବଂଶ ଆମ୍ଭ ପୂର୍ବପୁରୁଷ ଯିହୋନାଦବ୍ ଆମ୍ଭମାନଙ୍କୁ ଦ୍ରାକ୍ଷାରସ ପାନ ନ କରିବାକୁ ଓ ଗୃହ ନିର୍ମାଣ ନ କରିବାକୁ ଯେଉଁ ଆଜ୍ଞା ଦେଇଛନ୍ତି ତାହା ପାଳନ କରି ଆସିଅଛୁ। ଆଉ ଆମ୍ଭେମାନେ, ଆମ୍ଭମାନଙ୍କର ସ୍ତ୍ରୀମାନେ ଓ ଆମ୍ଭମାନଙ୍କର ପୁତ୍ରକନ୍ୟାମାନେ କେବେ ଦ୍ରାକ୍ଷାରସ ପାନ କରୁ ନାହୁଁ।


ସେମାନେ ନାନାପ୍ରକାର ସୁବର୍ଣ୍ଣପାତ୍ରରେ ପାନଦ୍ରବ୍ୟ ଓ ରାଜାର ବଦାନ୍ୟତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।


ବଷ୍ଟୀ ରାଣୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲା।


Swiv nou:

Piblisite


Piblisite