Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:10 - ପବିତ୍ର ବାଇବଲ

10 ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚୟ କାହାକୁ ଦେଲା ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ଆଜ୍ଞା କରିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ଵର ପରିଚୟ କାହାକୁ ଦେଲା ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ତାହାକୁ ଆଜ୍ଞା କରିଥିଲା।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚୟ କାହାକୁ ଦେଲେ ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ତାହାଙ୍କୁ ଆଜ୍ଞା କରିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚୟ କାହାକୁ ଦେଲେ ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ତାହାଙ୍କୁ ଆଜ୍ଞା କରିଥିଲେ।

Gade chapit la Kopi




ଏଷ୍ଟର 2:10
9 Referans Kwoze  

“ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ।


ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ। କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲା ସେତେବେଳେ ହିଁ ସେପରି ତାହାର ଆଜ୍ଞା ପାଳନ କଲା।


ହେ ସନ୍ତାନଗଣ! ପ୍ରଭୁଙ୍କ ଇଚ୍ଛାନୁସାରେ ପିତା-ମାତାଙ୍କ କଥାର ବାଧ୍ୟ ହୁଅ। କାରଣ ଏହି ପ୍ରକାର କରିବା ତୁମ୍ଭମାନଙ୍କର ଉଚିତ୍।


ଏହା ପରେ ହାମନ୍ ଅକ୍ଷଶ୍ୱେରଶ ରାଜାକୁ କହିଲା, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକ କୃତ ଏକ ଦେଶୀୟ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ ସେମାନେ ମଧ୍ୟ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ। ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ୍ ନୁହେଁ।


କାରଣ ମୁଁ ଓ ମୋହର ଲୋକମାନେ ସଂହାରିତ, ହତ ଓ ବିନଷ୍ଟ ହେବା ନିମନ୍ତେ ବୀକ୍ରି ହୋଇଅଛୁ। ଯଦି ଆମ୍ଭେ ମାତ୍ର କ୍ରୀତଦାସ ରୂପେ ବିକ୍ରୀ ହୋଇଥାଆନ୍ତୁ ମୁଁ ନୀରବ ହୋଇ ରହିଥା’ନ୍ତି। ଯଦି ଏହା ରାଜାଙ୍କୁ ବିବ୍ରତ କଲାପରି ଆମ୍ଭର ଅସୁବିଧା ହୋଇ ନ ଥା’ନ୍ତା।”


ମର୍ଦ୍ଦଖୟ ଆପଣା ମାମୁଁ କନ୍ୟା ହଦସାକୁ ଅର୍ଥାତ୍ ଏଷ୍ଟରକୁ ପ୍ରତିପାଳନ କଲା, କାରଣ ତାହାର ପିତା କି ମାତା ନ ଥିଲେ। ସେ ପରମସୁନ୍ଦରୀ ଓ ସ୍ନେହମୟୀ ଥିଲା। ତାହାର ପିତାମାତା ମଲାପରେ ମର୍ଦ୍ଦଖୟ ତାହାକୁ ନିଜର କନ୍ୟାରୂପେ ଗ୍ରହଣ କରିଥିଲା।


ଏହା ପରେ, ଏଷ୍ଟର କିପରି ଅଛି ଓ ସେ କ’ଣ କରୁଛି, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ନ୍ୟାୟାଳୟରେ ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲା।


ଏଣୁ ଋତ ସେହି ଖଳାକୁ ଯାଇ ନିଜର ଶାଶୁର କଥା ଅନୁସାରେ କାର୍ଯ୍ୟମାନ କଲା।


Swiv nou:

Piblisite


Piblisite