Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:11 - ପବିତ୍ର ବାଇବଲ

11 ଏହା ପରେ, ଏଷ୍ଟର କିପରି ଅଛି ଓ ସେ କ’ଣ କରୁଛି, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ନ୍ୟାୟାଳୟରେ ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅନନ୍ତର ଏଷ୍ଟର କିପରି ଅଛି ଓ ତାହା ପ୍ରତି କʼଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତି ଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲା।

Gade chapit la Kopi

ଓଡିଆ ବାଇବେଲ

11 ଏଥିଉତ୍ତାରେ ଏଷ୍ଟର କିପରି ଅଛି ଓ ତାହା ପ୍ରତି କ’ଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତି ଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିଉତ୍ତାରେ ଏଷ୍ଟର କିପରି ଅଛି ଓ ତାହା ପ୍ରତି କʼଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲେ।

Gade chapit la Kopi




ଏଷ୍ଟର 2:11
6 Referans Kwoze  

ସେ ମଧ୍ୟ ତାଙ୍କୁ କହିଲେ, “ଏହି ଦଶଖଣ୍ତ ବଡ଼ ଛେନାପୋଡ଼ 1,000 ସୈନ୍ୟମାନଙ୍କର କପ୍ତାନମାନଙ୍କ ପାଇଁ ନେଇ ଯାଅ ଏବଂ ତୁମ୍ଭର ଭାଇମାନଙ୍କର କୁଶଳତାର ଖବର ଆଣିବା ସହିତ, ସେମାନେ କିପରି ଅଛନ୍ତି ତାହା ଜାଣିବା ନିମନ୍ତେ କିଛି ଚିହ୍ନ ଆଣ।”


ଯୋଷେଫଙ୍କର ପିତା କହିଲେ, “ଯାଇ ଦେଖ ତୁମ୍ଭର ଭାଇମାନେ ଏବଂ ପଲ ସବୁ କିପରି ଅଛନ୍ତି।” ତା'ପରେ ଫେରି ଆସ ଏବଂ ମୋତେ କୁହ। ତେଣୁ ଯୋଷେଫଙ୍କର ପିତା ତାଙ୍କୁ ହିବ୍ରୋଣର ଶିଖିମ ଉପତ୍ୟକାକୁ ପଠାଇଲେ।


ପାଉଲ କିଛି ଦିନ ପରେ ବର୍ଣ୍ଣ‌ବ୍‌‌ବାଙ୍କୁ କହିଲେ, “ଗ୍ଭଲ, ଆମ୍ଭେମାନେ ଫେରିବା ଆଉ ଆମ୍ଭେମାନେ ପ୍ରଭୁଙ୍କର ବାକ୍ୟ ଯେଉଁ ପ୍ରତ୍ୟେକ ସହରରେ ପ୍ରଗ୍ଭର କରିଛୁ, ସେହିସବୁ ସହରକୁ ଯାଇ ଆମ୍ଭ ଭାଇମାନଙ୍କୁ ଦେଖିବା, ଆଉ ସେମାନଙ୍କ ଭଲମନ୍ଦ ବୁଝିବା।”


ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚୟ କାହାକୁ ଦେଲା ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ଆଜ୍ଞା କରିଥିଲା।


ଦ୍ୱାଦଶ ମାସ ଶେଷରେ, ରାଜା ଅକ୍ଷଶ୍ୱରଶ ନିକଟକୁ ଏକ କୁଆଁରୀ କନ୍ୟାର ଉପସ୍ଥିତ ହେବାର ସମୟ ଆସିଲା। କାରଣ ସେମାନଙ୍କର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା।


Swiv nou:

Piblisite


Piblisite