Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:19 - ପବିତ୍ର ବାଇବଲ

19 କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ ମର୍ଦ୍ଦଖୟ ରାଜ ଦ୍ୱାରରେ ବସିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କନ୍ୟାମାନେ ଦ୍ଵିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ଵାରରେ ବସିଲା।

Gade chapit la Kopi

ଓଡିଆ ବାଇବେଲ

19 କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।

Gade chapit la Kopi




ଏଷ୍ଟର 2:19
6 Referans Kwoze  

ସେହି ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ ଦ୍ୱାରପାଳମାନଙ୍କ ମଧ୍ୟରେ ବି‌ଗ୍‌ଥନ୍ ଓ ତେରଶ୍ ନାମକ ରାଜାଙ୍କର ଦୁଇ ଜଣ ନପୁଂସକ କ୍ରୋଧିତ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଷଡ଼ଯନ୍ତ୍ର କଲେ।


କିନ୍ତୁ ମୁଁ ପ୍ରତ୍ୟେକଥର ଯିହୁଦୀ ମର୍ଦ୍ଦଖୟକୁ ରାଜାଙ୍କ ଫାଟକରେ ବସିବାର ଦେଖେ, ଏହାସବୁ ମୋର କିଛି ଭଲ କରେ ନାହିଁ।”


ସେଦିନ ହାମନ୍ ଆନନ୍ଦିତ ହୋଇ ଗ୍ଭଲିଗଲା। ମାତ୍ର ହାମନ୍, ରାଜଦ୍ୱାରରେ ନିଜ ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କି ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲା।


ପୁଣି ଦାନିୟେଲଙ୍କ ଆବେଦନ କ୍ରମେ ରାଜା ଶଦ୍ରକ୍, ମୈଶକ୍ ଓ ଅବେ‌‌ଦ୍‌‌ନଗୋଙ୍କୁ ବାବିଲ ପ୍ରଦେଶର କେତେକ ମୁଖ୍ୟ କର୍ମଗ୍ଭରୀରୂପେ ନିଯୁକ୍ତ କଲେ। ମାତ୍ର ଦାନିୟେଲ ଜଣେ ପ୍ରଧାନ ଅଧିପତି ହୋଇ ରାଜ ଦ୍ୱାରରେ ରହିଲେ।


Swiv nou:

Piblisite


Piblisite