Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:2 - ପବିତ୍ର ବାଇବଲ

2 ତେଣୁ ରାଜାର ସେବାକାରୀ ଭୃତ୍ୟମାନେ ତାହାକୁ କହିଲେ, “ମହାରାଜାଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ୱେଷଣ କରାଯାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତେଣୁ ରାଜାର ସେବାକାରୀ ଭୃତ୍ୟମାନେ ତାହାକୁ କହିଲେ, ମହାରାଜଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ଵେଷଣ କରାଯାଉ।

Gade chapit la Kopi

ଓଡିଆ ବାଇବେଲ

2 ତେଣୁ ରାଜାଙ୍କ ସେବାକାରୀ ଭୃତ୍ୟମାନେ ତାହାଙ୍କୁ କହିଲେ, “ମହାରାଜାଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ଵେଷଣ କରାଯାଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତେଣୁ ରାଜାଙ୍କ ସେବାକାରୀ ଭୃତ୍ୟମାନେ ତାହାଙ୍କୁ କହିଲେ, “ମହାରାଜାଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ଵେଷଣ କରାଯାଉ।

Gade chapit la Kopi




ଏଷ୍ଟର 2:2
6 Referans Kwoze  

ତେଣୁ ତାଙ୍କର ଦାସମାନେ ତାଙ୍କୁ କହିଲ, “ଆମ୍ଭେମାନେ ଆପଣଙ୍କ ସେବା ନିମନ୍ତେ ଏକ ଯୁବତୀ କନ୍ୟା ଖୋଜି ଆଣିବୁ। ସେ ଆପଣଙ୍କୁ ଉଷ୍ଣତା ଦେବାକୁ ଆପଣଙ୍କ କୋଳରେ ଶୟନ କରିବ।”


ସେମାନେ ତାହା ସହିତ ଏହିପରି କଥାବାର୍ତ୍ତା କରୁ କରୁ ରାଜ-ନପୁଂସକମାନେ ଆସି ଏଷ୍ଟରର ପ୍ରସ୍ତୁତ ଭୋଜିକୁ ହାମ‌ନ୍‌କୁ ନେବା ପାଇଁ ଚଞ୍ଚଳ ହେଲେ।


ଏହି ସମୟରେ କର୍ଶନା, ଶେଥର, ଅ‌‌‌‌‌ଦ୍‌‌‌‌‌ମାଥା, ‌ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାର ନିକଟବର୍ତ୍ତୀ ଥିଲେ। ଏହି ସାତ ଜଣ ପାରସ୍ୟ ଓ ମାଦିୟା ଦେଶର ଅଧିପତି, ଯେଉଁମାନେ ରାଜାଙ୍କର ନିକଟତମ ଓ ରାଜ୍ୟକୁ ଶାସନ କରୁଥିଲେ।


ସପ୍ତମ ଦିନରେ ଯେତେବେଳେ ରାଜା ଦ୍ରାକ୍ଷାରସ ଯୋଗୁଁ ଅତ୍ୟଧିକ ମାତାଲ ହେଲେ, ସେ ମହୂମନ୍, ବିସ୍ଥା, ହର୍ବୋଣା, ବି‌ଗ୍‌ଥା, ଅବଗଥ, ସେଥର ଓ କର୍କସଙ୍କୁ ଆଦେଶ ଦେଲେ। ଏହି ସାତ ଜଣ ନପୁଂସକ ଯେଉଁମାନେ ରାଜା ଅକ୍ଷଶ୍ୱେରଶଙ୍କ ସେବା କଲେ।


ଯେତେବେଳେ ଅବ୍ରାମ ମିଶରକୁ ପ୍ରବେଶ କଲେ, ମିଶରୀୟମାନେ ସେହି ସୁନ୍ଦରୀ ସ୍ତ୍ରୀଲୋକ ସାରୀଙ୍କୁ ଦେଖିଲେ।


ଆଉ ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଗ୍ଭରୀଗଣ ନିଯୁକ୍ତି କରନ୍ତୁ। ସେମାନେ ସେହିସବୁ ସୁନ୍ଦରୀ କନ୍ୟାଗଣକୁ ଶୂଶନ୍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ। ପୁଣି ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ।


Swiv nou:

Piblisite


Piblisite