Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:8 - ପବିତ୍ର ବାଇବଲ

8 ଯେତେବେଳେ ରାଜାର ସେହି ବାକ୍ୟ ଓ ଆଜ୍ଞା ପ୍ରଗ୍ଭରିତ ହେଲା, ଶୂଶନ୍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟରକୁ ରାଜପୁରିକି ସ୍ତ୍ରୀ ରକ୍ଷକ ହେଗୟ ନିକଟକୁ ନିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଉତ୍ତାରୁ ରାଜାର ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକି ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା।

Gade chapit la Kopi

ଓଡିଆ ବାଇବେଲ

8 ଏଉତ୍ତାରୁ ରାଜାଙ୍କ ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍‍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକୁ ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଉତ୍ତାରୁ ରାଜାଙ୍କ ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍‍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକୁ ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା।

Gade chapit la Kopi




ଏଷ୍ଟର 2:8
3 Referans Kwoze  

ଆଉ ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଗ୍ଭରୀଗଣ ନିଯୁକ୍ତି କରନ୍ତୁ। ସେମାନେ ସେହିସବୁ ସୁନ୍ଦରୀ କନ୍ୟାଗଣକୁ ଶୂଶନ୍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ। ପୁଣି ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ।


ଏହା ପରେ, ରାଜାଙ୍କ ନିକଟକୁ ଯିବା ପାଇଁ ଏଷ୍ଟରର ପାଳି ପଡ଼ିଲା। ଏଷ୍ଟର ମର୍ଦ୍ଦଖୟଙ୍କ ପାଳିତ କନ୍ୟା ଥିଲା। ସେ ମର୍ଦ୍ଦଖୟର କକା ଅବିହୟିଲର କନ୍ୟା ଥିଲା। ହେଗୟ ରାଜାଙ୍କର ନପୁଂସକ ଓ ସ୍ତ୍ରୀଲୋକମାନଙ୍କର ତତ୍ତ୍ୱାବଧାରକ, ଯାହା କହିଥିଲେ, ତାହା ଛଡ଼ା ଏଷ୍ଟର ଆଉ କିଛି ମାଗିଲା ନାହିଁ। ସମସ୍ତେ ଯେଉଁମାନେ ହେଗୟକୁ ଦେଖିଲେ, ତା’ ପ୍ରତି ଅନୁକମ୍ପା କଲେ।


ଯେତେବେଳେ ମୁଁ ଏଲମର ରାଜଧାନୀ ଶୂଶନ୍ ରେ ଥିଲି, ଏବଂ ଉଲୟ ନଦୀ ନିକଟରେ ଛିଡ଼ା ହେଉଥିଲି। ମୁଁ ଏହି ଦର୍ଶନ ପାଇଲି।


Swiv nou:

Piblisite


Piblisite