ଏଷ୍ଟର 3:13 - ପବିତ୍ର ବାଇବଲ13 ସମସ୍ତ ଯିହୁଦୀୟ ଆବାଳ, ବୃଦ୍ଧବନିତାଙ୍କୁ ବଧ କରିବା ପାଇଁ, ତଣ୍ଟି କାଟିବା ପାଇଁ, ଧ୍ୱଂସ କରିବା ପାଇଁ ଏବଂ ସେମାନଙ୍କର ଦ୍ରବ୍ୟଗୁଡ଼ିକ ଲୁଣ୍ଠନ କରିବା ପାଇଁ ଲୋକମାନଙ୍କୁ ଅନୁମତି ପ୍ରଦାନ କରି, ରାଜା ସମସ୍ତ ପ୍ରଦେଶକୁ ପତ୍ରବାହକମାନଙ୍କ ଦ୍ୱାରା ପତ୍ର ପଠାଇଲେ। ଏହା ମାତ୍ର ଗୋଟିଏ ଦିନରେ କରାଯିବାର ଥିଲା, ତାହା ଦ୍ୱାଦଶ ମାସର ତ୍ରୟୋଦଶ ଦିନ ଯାହା ଅଦର ମାସ କୁହାଯାଏ। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ଵାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ଵାରା ରାଜାର ସବୁ ପ୍ରଦେଶକୁ ପ୍ରେରିତ ହେଲା। Gade chapit laଓଡିଆ ବାଇବେଲ13 ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ। Gade chapit la |
ତେଣୁ ବାର୍ତ୍ତାବାହକମାନେ ରାଜାଙ୍କର ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସମସ୍ତ ଅଞ୍ଚଳକୁ ଗଲେ। ସେହି ପତ୍ରରେ ଏହିପରି ଲେଖାଥିଲା। “ଇସ୍ରାଏଲ ସନ୍ତାନଗଣ, ଅବ୍ରହାମ, ଇସ୍ହାକ ଓ ଇସ୍ରାଏଲ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଥିଲେ, ତାଙ୍କ ନିକଟକୁ ଫେରି ଆସ। ଯେଉଁ ଲୋକମାନେ ବର୍ତ୍ତମାନ ସୁଦ୍ଧା ଜୀବିତ ଅଛ ଓ ଅଶୂର ରାଜାର କବଳରୁ ଖସି ଆସିଛ, ପରମେଶ୍ୱରଙ୍କ ନିକଟକୁ ତୁମ୍ଭେମାନେ ଫେରି ଆସିବ।
ଏବଂ କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି ଯେବେ ରାଜାଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଇଅଛି, “ଦୟାକରି ମୋ’ ପାଇଁ ଏହା କରନ୍ତୁ। ଆଉ ଯଦି ଏହା ରାଜାଙ୍କୁ ସନ୍ତୁଷ୍ଟ କରେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମାଦାଥାର ପୁତ୍ର ହାମନ୍ ଯେ ସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲା, ତାହା ପ୍ରତ୍ୟାହୃତ କରାଯାଉ।