Biblia Todo Logo
Bib sou entènèt

- Piblisite -




ଏଷ୍ଟର 3:7 - ପବିତ୍ର ବାଇବଲ

7 ରାଜା ଅକ୍ଷଶ୍ୱେରଶ ଦ୍ୱାଦଶ ବର୍ଷର ପ୍ରଥମ ମାସଟି, ଯାହାକି “ନୀଷନ୍” ବୋଲି ପରିଚିତ, ସେମାନେ ଆଖିବୁଜି ଦ୍ୱାଦଶ ମାସକୁ ମନୋନୀତ କଲେ, ଏହା ଅଦର ଯିହୁଦୀମାନଙ୍କୁ ଧ୍ୱଂସ କରିବା ବୋଲି ଜଣାଯାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ସେହି ବିଷୟରେ ଅକ୍ଷଶ୍ଵେରଶ ରାଜାର ଅଧିକାରର ଦ୍ଵାଦଶ ବର୍ଷର ନୀଷନ୍ ନାମକ ପ୍ରଥମ ମାସରେ ହାମନ୍ର ସାକ୍ଷାତରେ ଅଦର ନାମକ ଦ୍ଵାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତି ଦିନ ଓ ପ୍ରତି ମାସ ପୂର, ଅର୍ଥାତ୍, ଗୁଲିବାଣ୍ଟ କଲେ।

Gade chapit la Kopi

ଓଡିଆ ବାଇବେଲ

7 ଆଉ, ସେହି ବିଷୟରେ ଅକ୍ଷଶ୍ୱେରଶ ରାଜାଙ୍କ ରାଜତ୍ଵର ଦ୍ୱାଦଶ ବର୍ଷର ନୀସନ୍‍ ନାମକ ପ୍ରଥମ ମାସରେ ହାମନ୍‍ର ସାକ୍ଷାତରେ ଅଦର ନାମକ ଦ୍ୱାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତି ଦିନ ଓ ପ୍ରତି ମାସ ପୂର, ଅର୍ଥାତ୍‍, ଗୁଲିବାଣ୍ଟ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ସେହି ବିଷୟରେ ଅକ୍ଷଶ୍ୱେରଶ ରାଜାଙ୍କ ରାଜତ୍ଵର ଦ୍ୱାଦଶ ବର୍ଷର ନୀସନ୍‍ ନାମକ ପ୍ରଥମ ମାସରେ ହାମନ୍‍ର ସାକ୍ଷାତରେ ଅଦର ନାମକ ଦ୍ୱାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତିଦିନ ଓ ପ୍ରତି ମାସ “ପୂର,” ଅର୍ଥାତ୍‍, ଗୁଲିବାଣ୍ଟ କଲେ।

Gade chapit la Kopi




ଏଷ୍ଟର 3:7
13 Referans Kwoze  

ଦାରିୟାବସ ରାଜାର ଅଧିକାରର ଷଷ୍ଠବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ମନ୍ଦିର ସମାପ୍ତ ହେଲା।


ନିଷ୍ପତ୍ତି ପାଇଁ ଗୁଲିବାଣ୍ଟ ପଡ଼େ, କିନ୍ତୁ ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ଆସେ।


ସେମାନେ ଯୀଶୁଙ୍କୁ କ୍ରୁଶରେ କଣ୍ଟା ମାରି ସାରି ତାହାଙ୍କର ପୋଷାକ ପତ୍ର ନିଜ ନିଜ ଭିତରେ ଗୁଲିବାଣ୍ଟ କରି ବାଣ୍ଟି ନେଲେ।


ଆଉ ଯେଉଁ ଦୁଇ ଦିନ ଯିହୁଦୀମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇଲେ, ଯେଉଁ ମାସରେ ସେମାନଙ୍କର ଦୁଃଖ ସୁଖରେ ଓ ଶୋକ ମଙ୍ଗଳ ଦିନରେ ପରିଣତ ହେଲା।


ଯିହୁଦୀୟମାନେ ସେମାନଙ୍କର ସମସ୍ତ ଶତ୍ରୁଙ୍କୁ ଖଣ୍ଡାରେ ହାଣି ବିନାଶ କଲେ। ସେମାନେ ସେମାନଙ୍କର ଘୃଣାକାରୀଗଣ ପ୍ରତି ମନ ଇଚ୍ଛା ବ୍ୟବହାର କଲେ।


ଅଦର ନାମକ ଦ୍ୱାଦଶ ମାସରେ ତ୍ରୟୋଦଶ ଦିନରେ ରାଜା ଆଜ୍ଞା ଓ ନିୟମର ସିଧି ସମୟ ନିକଟତର ହେଲା। ଅର୍ଥାତ୍ ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବାକୁ ଅପେକ୍ଷା କରିଥିଲେ। ସେହି ଦିନ ଏପରି ବିପରୀତ ଘଟଣା ହେଲା, ଯେ ଯିହୁଦୀୟମାନେ ନିଜର ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।


ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସରେ ଅର୍ଥାତ୍ ଟେବେ‌ତ୍‌ ମାସରେ, ଏଷ୍ଟରକୁ ରାଜଗୃହରେ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।


ଆପଣା ଅଧିକାରର ତୃତୀୟ ବର୍ଷରେ ଆପଣାର ସବୁ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲେ। ତହିଁରେ ପାରସ୍ୟ ଓ ମାଦିୟା ଦେଶର ବିକ୍ରମି ଲୋକମାନେ ଏବଂ କୁଳୀନ ଓ ପ୍ରଦେଶାଧିପତିମାନେ ତାଙ୍କର ସାକ୍ଷାତରେ ଉପସ୍ଥିତ ହେଲେ।


ଅର୍ତ୍ତକ୍ଷସ୍ତ ରାଜାଙ୍କର ଅଧିକାରର ବିଂଶତମ ବର୍ଷରେ ନିଶାନ ମାସରେ ଏହିପରି ଘଟିଥିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏହା ପୂର୍ବରୁ ମୁଁ ତାହାଙ୍କ ସାକ୍ଷାତରେ ଦୁଃଖିତ ହୋଇ ନ ଥିଲି।


ଆଉ ଅକ୍ଷଶ୍ୱେରଶର ସମୟରେ ତାହାର ଅଧିକାରର ଆରମ୍ଭରେ ସେମାନେ ଯିହୁଦା ଓ ଯିରୁଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦ ପତ୍ର ଲେଖିଲେ।


Swiv nou:

Piblisite


Piblisite