Biblia Todo Logo
Bib sou entènèt

- Piblisite -




ଏଷ୍ଟର 4:2 - ପବିତ୍ର ବାଇବଲ

2 ସେ ରାଜଦ୍ୱାର ସମ୍ମୁଖ ପର୍ଯ୍ୟନ୍ତ ଆସିଲା। ମାତ୍ର ଶୋକ ବସ୍ତ୍ର ପିନ୍ଧି କେହି ରାଜଦ୍ୱାରରେ ପ୍ରବେଶ କରି ପାରିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ସେ ରାଜଦ୍ଵାରର ସମ୍ମୁଖ ପର୍ଯ୍ୟନ୍ତ ମଧ୍ୟ ଆସିଲା, ମାତ୍ର ଅଖା ପିନ୍ଧି କେହି ରାଜଦ୍ଵାରରେ ପ୍ରବେଶ କରି ପାରିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ସେ ରାଜଦ୍ୱାରର ସମ୍ମୁଖ ପର୍ଯ୍ୟନ୍ତ ଗଲେ, କାରଣ ଅଖା ପିନ୍ଧି କାହାକୁ ରାଜଦ୍ୱାରରେ ପ୍ରବେଶ କରିବାର ଅନୁମତି ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସେ ରାଜଦ୍ୱାରର ସମ୍ମୁଖ ପର୍ଯ୍ୟନ୍ତ ଗଲେ, କାରଣ ଅଖା ପିନ୍ଧି କାହାକୁ ରାଜଦ୍ୱାରରେ ପ୍ରବେଶ କରିବାର ଅନୁମତି ନ ଥିଲା।

Gade chapit la Kopi




ଏଷ୍ଟର 4:2
4 Referans Kwoze  

ମର୍ଦ୍ଦଖୟ ଏସବୁ ବିଷୟ ଜାଣିବାପରେ ନିଜର ବସ୍ତ୍ରକୁ ଚିରି ପକାଇଲା ଓ ଚଟ ବସ୍ତ୍ର ପିନ୍ଧି ମୁଣ୍ତରେ ଭସ୍ମ ଲେପନ କଲା। ସେ ନଗର ମଧ୍ୟକୁ ଗଲା ଓ ଉଚ୍ଚ ସ୍ୱରରେ ରୋଦନ କଲା।


ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜା ଆଜ୍ଞା ଓ ନିୟମ ପତ୍ର ଗଲା, ସେହିସବୁ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା। ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।


ଏହି ସତୁରି ଦିନ ପରେ ଶୋକ ଦିନ ଶେଷ ହେଲା। ତେଣୁ ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ତୁମ୍ଭେ ଯଦି ମୋର ମଙ୍ଗଳ ଭାବୁଛ, ଦୟାକରି ଫାରୋଙ୍କୁ କୁହ।


ତା'ନ ହେଲେ, ତୁମ୍ଭେ କ’ଣ ଦେଖିବାକୁ ସେଠାକୁ ଯାଇଥିଲ? କ’ଣ ଉତ୍ତମ ବସ୍ତ୍ର ପିନ୍ଧିଥିବା ଜଣେ ଲୋକକୁ? ନା, ଯେଉଁମାନେ ଉତ୍ତମ ବସ୍ତ୍ର ପିନ୍ଧନ୍ତି ଏବଂ ଆମୋଦ ପ୍ରମୋଦରେ ଜୀବନ କଟାନ୍ତି, ସେମାନେ ତ ରାଜାଙ୍କ ପ୍ରାସାଦ ମାନଙ୍କରେ ଥା’ନ୍ତି।


Swiv nou:

Piblisite


Piblisite