ଏଷ୍ଟର 4:5 - ପବିତ୍ର ବାଇବଲ5 ଏଥିପାଇଁ ରାଜାଙ୍କ ଦ୍ୱାରା ଏଷ୍ଟରର ସେବାରେ ନିଯୁକ୍ତ ହଥକ୍ ନାମେ ରାଜ ନପୁଂସକକୁ ଏଷ୍ଟର ଡାକି କ’ଣ ହେଲା ଓ କିପରି ହେଲା ତାହା ଜାଣିବା ପାଇଁ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାକୁ ଆଜ୍ଞା ଦେଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏଥିରେ ରାଜା ଦ୍ଵାରା ଏଷ୍ଟରର ସେବାରେ ନିଯୁକ୍ତ ହଥକ୍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କି ହେଲା ଓ କି ନିମନ୍ତେ ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାକୁ ଆଜ୍ଞା ଦେଲା। Gade chapit laଓଡିଆ ବାଇବେଲ5 ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କ’ଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କʼଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ। Gade chapit la |