ଏଷ୍ଟର 4:8 - ପବିତ୍ର ବାଇବଲ8 ଆହୁରି ମଧ୍ୟ ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦେଇଥିଲା, ତହିଁର ଏକ କପି ଏଷ୍ଟରକୁ ଦେଖାଇ ଜ୍ଞାତ କରାଇବାକୁ ଦେଲା। ଆଉ ଏଷ୍ଟର ଯେପରି ଆପଣା ଲୋକମାନଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାହାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବ ଏପରି ଆଦେଶ କରିବାକୁ କହିଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆହୁରି ମଧ୍ୟ, ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରକୁ ଦେଖାଇ ଜ୍ଞାତ କରାଇବାକୁ ଦେଲା; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବ, ଏପରି ଆଦେଶ କରିବାକୁ କହିଲା। Gade chapit laଓଡିଆ ବାଇବେଲ8 ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ। Gade chapit la |
ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।