ଏଷ୍ଟର 5:1 - ପବିତ୍ର ବାଇବଲ1 ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଛିଡ଼ା ହେଲା। ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲା; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ଵାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲା। Gade chapit laଓଡିଆ ବାଇବେଲ1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ। Gade chapit la |
“ବିନା ରାଜା ଡାକରାରେ ପୁରୁଷ ଓ ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ ତାହାର ପ୍ରାଣଦଣ୍ତ ଦେବାର ଏକମାତ୍ର ବ୍ୟବସ୍ଥା ଅଛି। କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ତ ବଢ଼ାନ୍ତି, ସେହି ବଞ୍ଚେ। ଏହା ରାଜାଙ୍କର ସବୁଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି। ମାତ୍ର ଗତ ତିରିଶ୍ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”