Biblia Todo Logo
Bib sou entènèt

- Piblisite -




ଏଷ୍ଟର 5:12 - ପବିତ୍ର ବାଇବଲ

12 ହାମନ୍ ଆହୁରି କହିଲା, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜିକୁ ମୋ’ ଛଡ଼ା ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି। ପୁଣି କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହାମନ୍ ଆହୁରି କହିଲା, ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ଵାରା ନିମନ୍ତ୍ରିତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

12 ହାମନ୍‍ ଆହୁରି କହିଲେ, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋ’ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହାମନ୍‍ ଆହୁରି କହିଲେ, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।

Gade chapit la Kopi




ଏଷ୍ଟର 5:12
10 Referans Kwoze  

କାଲି ଯାହା ଘଟିବ, ସେଥିପ୍ରତି ତୁମ୍ଭେ ଦର୍ପ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କାଲି କ’ଣ ଘଟିବାକୁ ଯାଉଛି।


ଲୋକେ କହିବେ: “ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ।” ସେହି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବେଦନା ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସେମାନେ ରକ୍ଷା ପାଇ ପାରିବେ ନାହିଁ।


ମୁଁ ଯେବେ ମୋର ଇଚ୍ଛା ପୂରଣ କରିବା ପାଇଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏବଂ ଏହା ଯେବେ ରାଜାଙ୍କୁ ଆନନ୍ଦ କରୁଥାଏ, ରାଜା ଓ ହାମନ୍ ଆସନ୍ତାକାଲି ରାତ୍ରି ଭୋଜନକୁ ଆସନ୍ତୁ ଯାହା ମୁଁ ପ୍ରସ୍ତୁତ କରିବି। ସେହି ସମୟରେ ମୁଁ ରାଜାଙ୍କର ପ୍ରଶ୍ନର ଉତ୍ତର ଦେବି।”


କିନ୍ତୁ ମୁଁ ପ୍ରତ୍ୟେକଥର ଯିହୁଦୀ ମର୍ଦ୍ଦଖୟକୁ ରାଜାଙ୍କ ଫାଟକରେ ବସିବାର ଦେଖେ, ଏହାସବୁ ମୋର କିଛି ଭଲ କରେ ନାହିଁ।”


ଏବଂ ସେ ଜାଣେ ନାହିଁ କ’ଣ ଘଟିବାକୁ ଯାଉଛି। କାରଣ କେହି କହି ପାରିବେ ନାହିଁ ଭବିଷ୍ୟତରେ କ’ଣ ହେବ।


Swiv nou:

Piblisite


Piblisite