Biblia Todo Logo
Bib sou entènèt

- Piblisite -




ଏଷ୍ଟର 5:13 - ପବିତ୍ର ବାଇବଲ

13 କିନ୍ତୁ ମୁଁ ପ୍ରତ୍ୟେକଥର ଯିହୁଦୀ ମର୍ଦ୍ଦଖୟକୁ ରାଜାଙ୍କ ଫାଟକରେ ବସିବାର ଦେଖେ, ଏହାସବୁ ମୋର କିଛି ଭଲ କରେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟକୁ ରାଜଦ୍ଵାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”

Gade chapit la Kopi




ଏଷ୍ଟର 5:13
9 Referans Kwoze  

ସୂର୍ଯ୍ୟ ତଳେ ଘଟୁଥିବା ସମସ୍ତ କାର୍ଯ୍ୟ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ, ସବୁ ଅସାର, ପବନକୁ ଧରିବା ପରି।


ସମସ୍ତ ମୂଲ୍ୟହୀନ ଅଟେ, ଉପଦେଶକ କହନ୍ତି, ପୁରାପୁରି ମୂଲ୍ୟହୀନ, ସମସ୍ତ ମୂଲ୍ୟହୀନ ଅଟେ।


ଆୟୁବ, ତୁମ୍ଭର ରାଗ କେବଳ ତୁମ୍ଭକୁ ଆଘାତ କରିବ। କେବଳ ତୁମ୍ଭ ପାଇଁ କ’ଣ ଲୋକେ ପୃଥିବୀକୁ ପରିତ୍ୟାଗ କରିବେ? ତୁମ୍ଭେ କ’ଣ ଭାବୁଛ ତୁମ୍ଭକୁ ସନ୍ତୁଷ୍ଟ କରିବା ପାଇଁ ପରମେଶ୍ୱର ପର୍ବତକୁ ଘୁଞ୍ଚାଇ ଦେବେ?


ସେହି ଜ୍ଞାନୀ ଲୋକମାନେ କହିଥିଲେ, “ଦୁଷ୍ଟଲୋକ ଆପଣାର କୁକର୍ମକୁ ସାରାଜୀବନ ଭୋଗ କରେ। ଜଣେ ନିଷ୍ଠୁର ବ୍ୟକ୍ତି ତା'ର ପ୍ରତ୍ୟେକ ଗଣିତ ବର୍ଷରେ କ୍ଳେଶ ଭୋଗ କରେ।


ସେଦିନ ହାମନ୍ ଆନନ୍ଦିତ ହୋଇ ଗ୍ଭଲିଗଲା। ମାତ୍ର ହାମନ୍, ରାଜଦ୍ୱାରରେ ନିଜ ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କି ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲା।


ଏହି ଲୋକମାନେ ସରୁବ୍ବାବିଲ, ଯେଶୂୟ, ନିହିମୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ‌ବି‌‌‌ଲ୍‌‌ଶନ୍, ମିସ୍ପର, ବି‌‌‌ଗ୍‌ବୟ, ରହୂମ୍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲୀୟ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହିପରି ଥିଲା।


ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି। ସେହି ଅଧର୍ମୀ ଲୋକମାନେ ଧାର୍ମିକମାନଙ୍କୁ ଦେଖି ସେମାନଙ୍କ କ୍ରୋଧ ଦେଖାନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରିଥା’ନ୍ତି।


Swiv nou:

Piblisite


Piblisite