ଏଷ୍ଟର 5:14 - ପବିତ୍ର ବାଇବଲ14 ତେଣୁ ତାହାର ସ୍ତ୍ରୀ ସେରଶ୍ ଓ ତା'ର ସମସ୍ତ ମିତ୍ରଗଣ ତାକୁ କହିଲେ, “ପଗ୍ଭଶ୍ ହାତ ଉଚ୍ଚ ଏକ ଫାଶିକାଠ ପ୍ରସ୍ତୁତ କରାଯାଉ। ପୁଣି ମର୍ଦ୍ଦଖୟକୁ ତହିଁରେ ଫାଶି ଦେବା ପାଇଁ କାଲି ସକାଳେ ରାଜାଙ୍କୁ କୁହ। ତହିଁ ପରେ ତୁଷ୍ଟ ହୋଇ ରାଜା ସହିତ ଭୋଜିକୁ ଯାଅ।” ଏହା ହାମନ୍କୁ ଏକ ଭଲ ବୁଦ୍ଧି ପରି ଜଣାଗଲା, ତେଣୁ ସେ ଫାଶି କାଠ ପ୍ରସ୍ତୁତ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)14 ତେଣୁ ତାହାର ଭାର୍ଯ୍ୟା ସେରଶ୍ ଓ ମିତ୍ର ସମସ୍ତେ ତାହାକୁ କହିଲେ, ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟକୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରୁ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ। ଏହି କଥାରେ ହାମନ୍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲା। Gade chapit laଓଡିଆ ବାଇବେଲ14 ତେଣୁ ତାହାର ଭାର୍ଯ୍ୟା ସେରଶ୍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରୁ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତେଣୁ ତାହାର ଭାର୍ଯ୍ୟା ସେରଶ୍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରେ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ। Gade chapit la |
ଅହୀଥୋଫଲ ଅବଶାଲୋମକୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ନିଜର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ିଯାଇ ଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କରିବାକୁ ଯାଅ। ଏହା ସମୁଦାୟ ଇସ୍ରାଏଲୀୟମାନେ ଶୁଣିବେ। ସେମାନେ ହୃଦ୍ବୋଧ କରିବେ ଯେ, ତୁମ୍ଭର ପିତା ବର୍ତ୍ତମାନ ତୁମ୍ଭକୁ ଘୃଣା କରନ୍ତି। ତାହାହେଲେ ତୁମ୍ଭର ସମର୍ଥକମାନେ ତୁମ୍ଭକୁ ସମର୍ଥନ ଦେବା ପାଇଁ ଅଧିକ ଉତ୍ସାହିତ ହେବେ।”