Biblia Todo Logo
Bib sou entènèt

- Piblisite -




ଏଷ୍ଟର 5:3 - ପବିତ୍ର ବାଇବଲ

3 ରାଜା ତାଙ୍କୁ ପଗ୍ଭରିଲେ, “ରାଣୀ ଏଷ୍ଟର, ମୁଁ ତୁମ୍ଭ ପାଇଁ କ’ଣ କରିପାରେ? ତୁମ୍ଭର କ’ଣ ପ୍ରାର୍ଥନା ଅଛି? ମୋର ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦିଆଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ରାଜା ତାହାକୁ ପଚାରିଲା, ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା? ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ରାଜା ତାହାଙ୍କୁ ପଚାରିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା ଓ କି ପ୍ରାର୍ଥନା ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ରାଜା ତାହାଙ୍କୁ ପଚାରିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।”

Gade chapit la Kopi




ଏଷ୍ଟର 5:3
11 Referans Kwoze  

ହେରୋଦ ଶପଥ ପୂର୍ବକ ମଧ୍ୟ କହିଲେ, “ତୁ ଯାହା ମାଗିବୁ ମୁଁ ତୋତେ ତାହା ଦେବି। ଏପରିକି ମୁଁ ମୋ’ ରାଜ୍ୟର ଅଧା ଭାଗ ତୋତେ ଦେଇପାରେ।”


ସେହି ଦ୍ୱିତୀୟ ଦିନ ରାଜା ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ ପୁନର୍ବାର କହିଲେ, “ରାଣୀ ଏଷ୍ଟର! ତୁମ୍ଭର ନିବେଦନ କ’ଣ? ତାହା ତୁମ୍ଭକୁ ଦିଆଯିବ। ତୁମ୍ଭର ଇଚ୍ଛା କ’ଣ? ତହା ମୋର ଅର୍ଦ୍ଧେକ ରାଜ୍ୟ ହେଲେ ହେଁ ମୁଁ ତାହା ତୁମ୍ଭକୁ ଦେବି।”


ତେଣୁ ରାଜା ରାଣୀ ଏଷ୍ଟରଙ୍କୁ କହିଲେ, “ଯିହୁଦୀୟମାନେ 500 ଲୋକଙ୍କୁ ଶୂଶ‌ନ୍‌ରେ ହତ୍ୟା କରିଛନ୍ତି, ସେମାନଙ୍କ ମଧ୍ୟରେ ହାମ‌ନ୍‌ର ଦଶପୁତ୍ର ଅନ୍ତର୍ଭୁକ୍ତ। ସେମାନେ ଅନ୍ୟ ପ୍ରଦେଶରେ ଯାହା କରିଛନ୍ତି ଟିକେ ଚିନ୍ତା କର! ବର୍ତ୍ତମାନ ମୋତେ କ’ଣ କରିବାକୁ ହେବ ବୋଲି ତୁମ୍ଭେମାନେ ଗ୍ଭହୁଁଛ? ମୋତେ କୁହ ଏବଂ ମୁଁ ତାହା କରିବି।”


ଏଥିରେ ରାଜା ଭୋଜିରେ ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ କହିଲା, “ତୁମ୍ଭର କ’ଣ ନିବେଦନ ଅଛି? ତାହା ତୁମ୍ଭକୁ ଦିଆଯିବ। ତୁମ୍ଭର ପ୍ରାର୍ଥନା କ’ଣ? ମୋ’ ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ଦିଆଯିବ।”


ଶଲୋମନ ଗିବିୟୋନରେ ଥିଲା ବେଳେ, ସଦାପ୍ରଭୁ ରାତ୍ରିରେ ସ୍ୱପ୍ନରେ ତାଙ୍କୁ ଦର୍ଶନ ଦେଲେ। ପରମେଶ୍ୱର ସ୍ୱପ୍ନରେ କହିଲେ, “ତୁମ୍ଭେ ଯାହା ଇଚ୍ଛା କରୁଛ ମାଗ, ଆମ୍ଭେ ତାହା ଦେବା।”


ବ‌ତ୍‌ଶେବା କହିଲେ, “ତୁମ୍ଭ ନିକଟରେ ମୋର ଏକ ଛୋଟ ନିବେଦନ ଅଛି, ମୋତେ ନାସ୍ତି କରିବ ନାହିଁ।” ତହୁଁ ରାଜା କହିଲେ, “ହେ ମାତା, କୁହ, ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ।”


“ମୁଁ ତୁମ୍ଭ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?” ସେହି ଅନ୍ଧଟି କହିଲା, “ପ୍ରଭୁ, ମୁଁ ପୁଣି ଥରେ ଦେଖି ପାରିବାକୁ ଗ୍ଭହୁଁଛି।”


ଏଷ୍ଟର କହିଲା, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣାଙ୍କ ପାଇଁ ଯେଉଁ ଭୋଜି ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜିକୁ ଆଗମନ କରନ୍ତୁ।”


ଏହା ପରେ ରାଜା ମୋତେ କହିଲେ, “ମୋ’ ନିକଟରୁ କ’ଣ ସାହାଯ୍ୟ ତୁମ୍ଭେ ଗ୍ଭହଁ?” ମୁଁ ଉତ୍ତର ଦେବା ପୂର୍ବରୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।


ସେନାଧ୍ୟକ୍ଷ ଯୁବକର ହାତ ଧରି ନିରୋଳା ସ୍ଥାନକୁ ନେଇ ପଗ୍ଭରିଲେ, “ତୁମ୍ଭେ ମୋତେ କ’ଣ କହିବାକୁ ଗ୍ଭହଁ?”


Swiv nou:

Piblisite


Piblisite