ଏଷ୍ଟର 5:4 - ପବିତ୍ର ବାଇବଲ4 ଏଷ୍ଟର କହିଲା, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣାଙ୍କ ପାଇଁ ଯେଉଁ ଭୋଜି ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜିକୁ ଆଗମନ କରନ୍ତୁ।” Gade chapit laପବିତ୍ର ବାଇବଲ (Re-edited) - (BSI)4 ଏଷ୍ଟର ଉତ୍ତର କଲା, ଯେବେ ମହାରାଜଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜକୁ ଆଗମନ କରନ୍ତୁ। Gade chapit laଓଡିଆ ବାଇବେଲ4 ଏଷ୍ଟର ଉତ୍ତର କଲେ, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜକୁ ଆଗମନ କରନ୍ତୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଷ୍ଟର ଉତ୍ତର କଲେ, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜକୁ ଆଗମନ କରନ୍ତୁ।” Gade chapit la |