Biblia Todo Logo
Bib sou entènèt

- Piblisite -




ଏଷ୍ଟର 5:8 - ପବିତ୍ର ବାଇବଲ

8 ମୁଁ ଯେବେ ମୋର ଇଚ୍ଛା ପୂରଣ କରିବା ପାଇଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏବଂ ଏହା ଯେବେ ରାଜାଙ୍କୁ ଆନନ୍ଦ କରୁଥାଏ, ରାଜା ଓ ହାମନ୍ ଆସନ୍ତାକାଲି ରାତ୍ରି ଭୋଜନକୁ ଆସନ୍ତୁ ଯାହା ମୁଁ ପ୍ରସ୍ତୁତ କରିବି। ସେହି ସମୟରେ ମୁଁ ରାଜାଙ୍କର ପ୍ରଶ୍ନର ଉତ୍ତର ଦେବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମୁଁ ଯେବେ ମହାରାଜଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍ ଆସନ୍ତୁ, ମୁଁ କାଲି ମହାରାଜଙ୍କ ଆଜ୍ଞାନୁସାରେ କହିବି।

Gade chapit la Kopi

ଓଡିଆ ବାଇବେଲ

8 ମୁଁ ଯେବେ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍‍ ଆସନ୍ତୁ, ମୁଁ କାଲି ମହାରାଜାଙ୍କ ଆଜ୍ଞାନୁସାରେ କହିବି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମୁଁ ଯେବେ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍‍ ଆସନ୍ତୁ, ମୁଁ କାଲି ମହାରାଜାଙ୍କ ଆଜ୍ଞାନୁସାରେ କହିବି।”

Gade chapit la Kopi




ଏଷ୍ଟର 5:8
8 Referans Kwoze  

ମନୁଷ୍ୟର ମନ ଆପଣାର ପଥ ବିଷୟରେ କଳ୍ପନା କରେ, ମାତ୍ର ସଦାପ୍ରଭୁ ତାହାର ଗ୍ଭଲିବାକୁ ନିର୍ଦ୍ଦେଶ କରନ୍ତି।


ଏହା ପରେ ରାଣୀ ଏଷ୍ଟର କହିଲେ, “ହେ ମହାରାଜ, ମୁଁ ଯଦି ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ ଯେବେ ମହାରାଜ ସନ୍ତୁଷ୍ଟ ହୋଇଛନ୍ତି, ତେବେ ମୋହର ନିବେଦନ ଅନୁସାରେ ମୋ’ ପ୍ରାଣ ଓ ମୋର ପ୍ରାର୍ଥନାନୁସାରେ ମୋ’ ଲୋକମାନଙ୍କୁ ମୋତେ ଦିଆଯାଉ।


ଏବଂ କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି ଯେବେ ରାଜାଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଇଅଛି, “ଦୟାକରି ମୋ’ ପାଇଁ ଏହା କରନ୍ତୁ। ଆଉ ଯଦି ଏହା ରାଜାଙ୍କୁ ସନ୍ତୁଷ୍ଟ କରେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମାଦାଥାର ପୁତ୍ର ହାମନ୍ ଯେ ସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲା, ତାହା ପ୍ରତ୍ୟାହୃତ କରାଯାଉ।


ତହିଁରେ ଏଷ୍ଟର କହିଲା, “ମୋର ନିବେଦନ ଓ ପ୍ରାର୍ଥନା ଏହି କି,


ହାମନ୍ ଆହୁରି କହିଲା, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜିକୁ ମୋ’ ଛଡ଼ା ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି। ପୁଣି କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।


ବଷ୍ଟୀ ରାଣୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲା।


ତେଣୁ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍ ଦ୍ରାକ୍ଷାରସ ପାନ କରିବାକୁ ଗଲେ।


Swiv nou:

Piblisite


Piblisite