Biblia Todo Logo
Bib sou entènèt

- Piblisite -




ଏଷ୍ଟର 6:10 - ପବିତ୍ର ବାଇବଲ

10 ଏଥିରେ ରାଜା ହାମ‌ନ୍‌କୁ କହିଲା, “ତୁମ୍ଭେ ଏହା ଶୀଘ୍ର କର,” ଯେପରି କହିଲ। “ସେପରି ବସନ ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର, ସେଥିରୁ କିଛି ଊଣା କର ନାହିଁ, ଯାହା ତୁମ୍ଭେ କହିଲ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଥିରେ ରାଜା ହାମନ୍କୁ କହିଲା, ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ଵ ଘେନି ରାଜଦ୍ଵାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ଏଥିରେ ରାଜା ହାମନ୍‍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିରେ ରାଜା ହାମନ୍‍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।”

Gade chapit la Kopi




ଏଷ୍ଟର 6:10
7 Referans Kwoze  

ସେ ଯେପରି ନିଜେ ଭୋଗବିଳାସ ଓ ଆମୋଦ ପ୍ରମୋଦରେ ଜୀବନ ବିତାଇଛି, ସେହିପରି ତାହାକୁ ଅଧିକ ପରିମାଣରେ ଯନ୍ତ୍ରଣା ଓ ବ୍ୟଥା ଭୋଗିବାକୁ ଦିଆଯିବ। ସେ ନିଜେ ଗର୍ବରେ କହେ, ‘ମୁଁ ରାଣୀ ପରି ସିଂହାସନରେ ବସିଛି। ମୁଁ ବିଧବା ନୁହେଁ, ମୁଁ କେବେ ଶୋକ କରିବି ନାହିଁ।’


ଯେଉଁ ଲୋକ ନିଜକୁ ମହାନ୍ ଭାବେ, ତାକୁ ହୀନ କରି ଦିଆଯିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାଯିବ।”


ଏଣୁ ମୁଁ ନବୂଖ‌ଦ୍‌ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି। କାରଣ ତାଙ୍କର ସମସ୍ତ କ୍ରିୟା ସତ୍ୟ ଓ ତାଙ୍କର ପଥ ସବୁ ନ୍ୟାର୍ଯ୍ୟ। ଆଉ ସେ ଗର୍ବୀମାନଙ୍କୁ ନମ୍ର କରନ୍ତି।


ଏବେ ତୁମ୍ଭେମାନେ ଜାଣ ସଦାପ୍ରଭୁ ଯାହା ଆହାବ ବଂଶ ବିଷୟରେ କହିଥିଲେ, ତାହା ନିଶ୍ଚୟ ଘଟିବ। ସଦାପ୍ରଭୁ ତାଙ୍କର ଦାସ ଏଲିୟ ଦ୍ୱାରା ଯାହା କହିଥିଲେ ତାହା ଆଜି ସଫଳ କରାଇଛନ୍ତି।”


ଆଉ ସେହି ବସନ ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ। ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାକୁ ସେମାନେ ସେହି ରାଜ ବସନ ପିନ୍ଧାନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରାନ୍ତୁ। ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାଯାଏ।’”


ତେଣୁ ହାମନ୍ ସେହି ବସନ ଓ ଅଶ୍ୱନେଇ ମର୍ଦ୍ଦଖୟକୁ ବସ୍ତ୍ରାନ୍ୱିତ କଲା ଓ ଅଶ୍ୱାରୋହଣ କରାଇ ନଗର ଦାଣ୍ଡରେ ବୁଲାଇଲା। “ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାଯାଏ।” ଏହିକଥା ତାହାର ଆଗେ ଆଗେ ଘୋଷଣା କଲା।


ହେ ଲୋକମାନେ, ଯେଉଁମାନେ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିଛ। ସାହସୀ ହୁଅ, ତାହାହେଲେ ପରମେଶ୍ୱର ତୁମ୍ଭକୁ ଶକ୍ତିଶାଳୀ କରିବେ।


Swiv nou:

Piblisite


Piblisite