Biblia Todo Logo
Bib sou entènèt

- Piblisite -




ଏଷ୍ଟର 6:2 - ପବିତ୍ର ବାଇବଲ

2 ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାଙ୍କର ନପୁଂସକ ବି‌ଗ୍‌ଥନ୍ ଓ ତେରଶ୍ ନାମରେ ଦୁଇଜଣ ଦ୍ୱାରପାଳ ଅକ୍ଷଶ୍ୱେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାର ନପୁଂସକ ବିଗ୍ଥନ୍ ଓ ତେରଶ୍ ନାମକ ଦୁଇ ଜଣ ଦ୍ଵାରପାଳ ଅକ୍ଷଶ୍ଵେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ଵାଦ ଦେଇଥିଲା।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାଙ୍କ ନପୁଂସକ ବିଗ୍‍ଥନ୍‍ ଓ ତେରଶ୍‍ ନାମକ ଦୁଇ ଜଣ ଦ୍ୱାରପାଳ ଅକ୍ଷଶ୍ୱେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାଙ୍କ ନପୁଂସକ ବିଗ୍‍ଥନ୍‍ ଓ ତେରଶ୍‍ ନାମକ ଦୁଇ ଜଣ ଦ୍ୱାରପାଳ ଅକ୍ଷଶ୍ୱେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲେ।

Gade chapit la Kopi




ଏଷ୍ଟର 6:2
3 Referans Kwoze  

ଆଉ ଅକ୍ଷଶ୍ୱେରଶର ସମୟରେ ତାହାର ଅଧିକାରର ଆରମ୍ଭରେ ସେମାନେ ଯିହୁଦା ଓ ଯିରୁଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦ ପତ୍ର ଲେଖିଲେ।


ଏଣୁ ରାଜା ପଗ୍ଭରିଲେ, “ଏଥିପାଇଁ ମର୍ଦ୍ଦଖୟକୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆ ଯାଇଅଛି?” ରାଜାଙ୍କର ସେବାକାରୀ ଦାସମାନେ କହିଲେ, “ତାହା ପାଇଁ କିଛି କରାଯାଇ ନାହିଁ।”


Swiv nou:

Piblisite


Piblisite