Biblia Todo Logo
Bib sou entènèt

- Piblisite -




ଏଷ୍ଟର 6:8 - ପବିତ୍ର ବାଇବଲ

8 ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସନ ଏବଂ ଅଶ୍ୱ ଯେଉଁଥିରେ ରାଜା ଆରୋହଣ କରନ୍ତି ତାହା ଅଣାଯାଉ ଏବଂ ତାଙ୍କର ମସ୍ତକରେ ରାଜମୁକୁଟ ପିନ୍ଧା ଯାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତାହା ପାଇଁ ମହାରାଜଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ଵ ଅଣାଯାଉ।

Gade chapit la Kopi

ଓଡିଆ ବାଇବେଲ

8 ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ।

Gade chapit la Kopi




ଏଷ୍ଟର 6:8
7 Referans Kwoze  

ତା'ପରେ ରାଜା ସେମାନଙ୍କୁ କହିଲେ, “ମୋର ସମସ୍ତ ଦାସମାନଙ୍କୁ ତୁମ୍ଭମାନଙ୍କ ସଙ୍ଗରେ ନେଇ ଓ ମୋର ପୁତ୍ର ଶଲୋମନକୁ ମୋ’ ନିଜ ଖଚରରେ ବସାଇ ଗୀହୋନ ଝରଣା ନିକଟକୁ ଆଣ।


“କିନ୍ତୁ ବାପା ତାହାଙ୍କ ଗ୍ଭକରମାନଙ୍କୁ ଡାକି କହିଲେ, “ଶୀଘ୍ର ଯାଅ, ତା’ ପାଇଁ ସବୁଠାରୁ ଭଲ ପୋଷାକ ଆଣ। ତା’ ଆଙ୍ଗୁଠିରେ ମୁଦିଟିଏ ପିନ୍ଧାଇ ଦିଅ। ପାଦରେ ଭଲ ଜୋତା ପିନ୍ଧାଇ ଦିଅ।


ତହିଁରେ ରାଜା ଅନ୍ୟସକଳ ସ୍ତ୍ରୀଠାରୁ ଏଷ୍ଟରକୁ ଅଧିକ ପ୍ରେମ କଲା ଏବଂ ଅନ୍ୟ ସମସ୍ତ ଯୁବତୀଠାରୁ ସେ ରାଜାର ଦୃଷ୍ଟିରେ ଅନୁଗ୍ରହ ଓ ଦୟା ପାଇଲା। ଏଣୁ ସେ ତାହାର ମସ୍ତକରେ ରାଜ ମୁକୁଟ ଦେଇ ବଷ୍ଟୀ ବଦଳରେ ତାହାକୁ ରାଣୀ କଲା।


ଲୋକମାନଙ୍କୁ ଓ ରାଜପୁତ୍ରମାନଙ୍କୁ ତାଙ୍କର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ, ରାଣୀ ବଷ୍ଟୀଙ୍କୁ ରାଜମୁକୁଟ ପିନ୍ଧାଇ ରାଜାଙ୍କ ଆଗକୁ ଆଣ। ଯେହେତୁ ସେ ପରମ ସୁନ୍ଦରୀ ଥିଲା।


ଯୋନାଥନ ଆପଣା ଦେହରୁ ବସ୍ତ୍ର କାଢ଼ି ଦାଉଦଙ୍କୁ ଦେଲେ। ଆପଣା ବସ୍ତ୍ର, ‌‌ଖ‌ଡ଼୍‌ଗ, ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାହାଙ୍କୁ ଦେଲେ।


ଏଣୁ ହାମନ୍ ରାଜାଙ୍କୁ ଉତ୍ତର ଦେଲା, “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି,


ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପଦଗତିରେ ଗମନ କରିବାର ଦେଖିଅଛି।


Swiv nou:

Piblisite


Piblisite