ଏଷ୍ଟର 7:10 - ପବିତ୍ର ବାଇବଲ10 ଏଥିରେ ହାମନ୍, ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସେମାନେ ହାମନ୍କୁ ଫାଶି ଦେଲେ। ତହିଁରେ ରାଜାଙ୍କର କ୍ରୋଧ ଶାନ୍ତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାର କ୍ରୋଧ ଶା; ହେଲା। Gade chapit laଓଡିଆ ବାଇବେଲ10 ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା। Gade chapit la |