Biblia Todo Logo
Bib sou entènèt

- Piblisite -




ଏଷ୍ଟର 7:6 - ପବିତ୍ର ବାଇବଲ

6 ଏଷ୍ଟର କହିଲା, “ଏହି ଦୁଷ୍ଟ ହାମନ୍ ଜଣେ ବିପକ୍ଷ ଓ ଶତ୍ରୁ।” ତହିଁରେ ରାଜା ଓ ରାଣୀ ସାକ୍ଷାତରେ ହାମନ୍ ଭୀତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଷ୍ଟର କହିଲା, ଏହି ଦୁଷ୍ଟ ହାମନ୍ ଏକ ଜଣ ବିପକ୍ଷ ଓ ଶତ୍ରୁ; ତହିଁରେ ରାଜା ଓ ରାଣୀ ସାକ୍ଷାତରେ ହାମନ୍ ଭୀତ ହେଲା।

Gade chapit la Kopi

ଓଡିଆ ବାଇବେଲ

6 ଏଷ୍ଟର କହିଲେ, “ଏହି ଦୁଷ୍ଟ ହାମନ୍‍ ଜଣେ ବିପକ୍ଷ ଓ ଶତ୍ରୁ ଅଟେ;” ତହିଁରେ ରାଜା ଓ ରାଣୀଙ୍କ ସାକ୍ଷାତରେ ହାମନ୍‍ ଭୀତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଷ୍ଟର କହିଲେ, “ଏହି ଦୁଷ୍ଟ ହାମନ୍‍ ଜଣେ ବିପକ୍ଷ ଓ ଶତ୍ରୁ ଅଟେ;” ତହିଁରେ ରାଜା ଓ ରାଣୀଙ୍କ ସାକ୍ଷାତରେ ହାମନ୍‍ ଭୀତ ହେଲେ।

Gade chapit la Kopi




ଏଷ୍ଟର 7:6
18 Referans Kwoze  

ତା'ପରେ ଯାଇ ମନ୍ଦ ବ୍ୟକ୍ତି ପ୍ରକାଶିତ ହେବ। ପ୍ରଭୁ ଯୀଶୁ ସେହି ମନ୍ଦ ବ୍ୟକ୍ତିକୁ, ତାହାଙ୍କର ମୁଖରୁ ନିର୍ଗତ ହେଉଥିବା ନିଶ୍ୱାସ ଦ୍ୱାରା ନଷ୍ଟ କରିଦେବେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ୱାରା ତାହାକୁ ବିନଷ୍ଟ କରିଦେବେ। ମନ୍ଦ ବ୍ୟକ୍ତି ଶୟତାନର ଶକ୍ତି ନେଇ ଆସିବ।


ରାଜାଙ୍କର କ୍ରୋଧ ମୃତ୍ୟୁର ଦୂତପରି। ମାତ୍ର ଜ୍ଞାନୀଲୋକ ତାହା ଶାନ୍ତ କରେ।


ଦୁଷ୍ଟ ଲୋକମାନେ ହୁଏତ ମୋତେ ଆକ୍ରମଣ କରି ପାରନ୍ତି, ସେମାନେ ମୋର ଶରୀରକୁ ଆଘାତ କରିବାକୁ ଗ୍ଭହାନ୍ତି। ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି ଧ୍ୱଂସ କରିଦେବାକୁ ଗ୍ଭହାନ୍ତି।


ଏଥିରେ ରାଜା ଆପଣା ହସ୍ତରୁ ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ବୈରି ଅଗାଗୀୟ ହମ୍ମଦାଥାର ପୁତ୍ର ହାମ‌ନ୍‌କୁ ଦେଲା।


ପୁଣି ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଏହା ଶୁଣି ଭୟ କଲେ ଓ ସେମାନଙ୍କର ବିଶ୍ୱାସ ହରାଇଲେ। କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାହାଯ୍ୟରେ ହେଲା, ଏହା ସେମାନେ ବୁଝିଲେ।


ପୁରୁଣା କଥା ଅଛି, ‘ଦୁଷ୍ଟଠାରୁ ଦୁଷ୍ଟତା ବାହାରେ।’ “ମୁଁ କଦାପି ମନ୍ଦକାର୍ଯ୍ୟ କରି ନାହିଁ। ମୁଁ ଗୋଟିଏ ମନ୍ଦ ବ୍ୟକ୍ତି ନୁହେଁ। ମୁଁ ତୁମ୍ଭକୁ ଆଘାତ କରିବି ନାହିଁ।


ମୋର ହୃଦୟ ଧକାଉଛି, ମହା ଭୟରେ ମୁଁ ଥରହର ହୋଇଅଛି। ମୋର ଆନନ୍ଦ ରୂପକ ସାୟଂକାଳ ମହାରାତ୍ରିର ଭୟର କାରଣ ହୋଇଛି।


କେତେକ ଦେଶରେ ଯଦି ତୁମ୍ଭେମାନେ ଦେଖ ଯେ, ଲୋକମାନେ ଅତ୍ୟାଗ୍ଭର କଲେ ଓ ନ୍ୟାୟ ବିଗ୍ଭରକୁ ଅସ୍ୱୀକାର କଲେ, ଏଥିରେ ଆଶ୍ଚର୍ଯ୍ୟ ହୁଅ ନାହିଁ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ୟାଗ୍ଭର କରନ୍ତି, ସେମାନଙ୍କ ଉପରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।


ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକି କହିଲା, “ଯେ ଏପର୍ଯ୍ୟନ୍ତ କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି। ସେ କିଏ ଓ ସେ କେଉଁଠାରେ ଅଛି?”


ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମ‌ନ୍‌ର ଗୃହ ଆଦି ଦେଲା। ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲା କାରଣ ମର୍ଦ୍ଦଖୟ ସହିତ କି ସମ୍ପର୍କ ତାହା ଜଣାଇ ଦେଇଥିଲା।


Swiv nou:

Piblisite


Piblisite