Biblia Todo Logo
Bib sou entènèt

- Piblisite -




ଏଷ୍ଟର 8:10 - ପବିତ୍ର ବାଇବଲ

10 ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ସେ ରାଜା ଅକ୍ଷଶ୍ଵେରଶ ନାମରେ ଲେଖି ଓ ରାଜାର ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ଵଶାଳା-ଜାତ ରାଜକୀୟ ଅଶ୍ଵବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।

Gade chapit la Kopi




ଏଷ୍ଟର 8:10
13 Referans Kwoze  

ସମୁଦାୟ ପୃଥିବୀ ନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖ‌ଦ୍‌ନିତ୍ସର ରାଜାଙ୍କର ବିଜ୍ଞାପନ, ତୁମ୍ଭମାନଙ୍କର ବାହୁଲ୍ୟରୂପେ ଶାନ୍ତି ହେଉ।


ତୁମ୍ଭ ମାଧ୍ୟମରେ ଅଶ୍ୱ ଓ ତା'ର ଆରୋହୀକୁ ଚୂର୍ଣ୍ଣ କଲୁ ଏବଂ ରଥ ଓ ତା'ର ଆରୋହୀକୁ ବିନାଶ କଲୁ।


“ପୁଣି ହେ ଯିହୁଦା, ତୁମ୍ଭେ କିପରି କହିପାରିବ ଯେ, ‘ଆମ୍ଭେ ଅଶୁଚି ହୋଇ ନାହୁଁ ଓ ବା‌ଲ୍‌ଦେବଗଣର ପଶ୍ଚା‌‌ଦ୍‌‌ଗାମୀ ହୋଇ ନାହୁଁ?’ ଉପତ୍ୟକାରେ ତୁମ୍ଭେ ଯାହାସବୁ କରିଅଛ ଚିନ୍ତାକର। ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଓଟ ସଦୃଶ।


ସଦାପ୍ରଭୁ କୁହନ୍ତି, ଇସ୍ରାଏଲର ଲୋକମାନେ ଯେପରି ପବିତ୍ର ପାତ୍ରରେ ସଦାପ୍ରଭୁଙ୍କ ମନ୍ଦିରକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତାମାନଙ୍କୁ ଅଶ୍ୱ ଉପରେ ରଥ ଆଣିବେ ଏବଂ ଦ୍ରୁତଗତି ପଶୁଗୁଡ଼ିକ ବିଭିନ୍ନ ଦେଶରୁ ଯିରୁଶାଲମକୁ ସଦାପ୍ରଭୁଙ୍କ ପ୍ରତି ଉପହାର ସ୍ୱରୂପ ଆସିବ।


ଅକଳନ ଓଟ, ତୁମ୍ଭକୁ ଆବୃତ କରିବ ଏବଂ ଯୁବ ଓଟମାନେ ତୁମ୍ଭ ପାଖକୁ ଶିବା ଏବଂ ଐଫା ଦେଶରୁ ଆସିବେ। ସେମାନେ ସୁବର୍ଣ୍ଣ ଓ ସୁବାସିତ ଧୂପ ଆଣିବେ ଏବଂ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବେ।


ରାଜାଙ୍କର ଆଦେଶ ଦେବା ପାଇଁ କ୍ଷମତା ଅଛି। କ’ଣ କରିବାକୁ ହେବ, ତାଙ୍କୁ କେହି କହିପାରିବେ ନାହିଁ।


“ମୋର ଦିନ ସବୁ ଶୀଘ୍ର ଗଡ଼ି ଗ୍ଭଲିଛି ଜଣେ ଦୌଡ଼ାଳି ଭଳି। ମୋର ଦିନ ସବୁ ଗଡ଼ି ଗ୍ଭଲିଛି। ମୋ’ ଜୀବନରେ କୌଣସି ସୁଖ ନାହିଁ।


ତେଣୁ ବାର୍ତ୍ତାବାହକମାନେ ରାଜାଙ୍କର ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସମସ୍ତ ଅଞ୍ଚଳକୁ ଗଲେ। ସେହି ପତ୍ରରେ ଏହିପରି ଲେଖାଥିଲା। “ଇସ୍ରାଏଲ ସନ୍ତାନଗଣ, ଅବ୍ରହାମ, ଇ‌ସ୍‌ହାକ ଓ ଇସ୍ରାଏଲ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଥିଲେ, ତାଙ୍କ ନିକଟକୁ ଫେରି ଆସ। ଯେଉଁ ଲୋକମାନେ ବର୍ତ୍ତମାନ ସୁଦ୍ଧା ଜୀବିତ ଅଛ ଓ ଅଶୂର ରାଜାର କବଳରୁ ଖସି ଆସିଛ, ପରମେଶ୍ୱରଙ୍କ ନିକଟକୁ ତୁମ୍ଭେମାନେ ଫେରି ଆସିବ।


ତହୁଁ ଈଷେବଲ ଆହାବଙ୍କ ନାମରେ ପତ୍ର ଲେଖି ତାଙ୍କର ମୋହର ମାରି ନାବୋତ ନଗରସ୍ଥ ପ୍ରାଚୀନଗଣଙ୍କ ପାଖକୁ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲେ।


ସେହି ଶାସକଗଣ ସେମାନଙ୍କର କର୍ତ୍ତବ୍ୟ ଅନୁସାରେ ଦ୍ରୁତଗାମୀ ଅଶ୍ୱଗୁଡ଼ିକୁ ବାର୍ଲି ଓ କୁଟା ଯୋଗାଇଲେ। ଆଉ ମଧ୍ୟ ସେମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ନିଜ ନିରୂପିତ କର୍ମାନୁସାରେ ଅଶ୍ୱ ଦ୍ରୁତଗାମୀ ବାହନଗୁଡ଼ିକ ପାଇଁ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଆଣିଲେ।


ତୁମ୍ଭେମାନେ ଯିହୁଦୀୟମାନଙ୍କ ସମନ୍ଧରେ ନିଜ ନିଜ ଇଚ୍ଛାନୁସାରେ ରାଜାଙ୍କ ନାମରେ ରାଜାଜ୍ଞା ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର। କାରଣ ରାଜାଙ୍କର ନାମରେ ଲିଖିତ ଓ ରାଜାଙ୍କର ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ପାରିବେ ନାହିଁ।”


ଏବେ ହେ ମହାରାଜା, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।”


Swiv nou:

Piblisite


Piblisite