ଏଷ୍ଟର 8:12 - ପବିତ୍ର ବାଇବଲ12 ସେଦିନ ଥିଲା ଅକ୍ଷଶ୍ୱେରଶ ରାଜାଙ୍କର ତ୍ରୟୋଦଶ ଦିନ ଦ୍ୱାଦଶ ମାସର ଅଦାର ମାସରେ। ଯିହୁଦୀୟମାନଙ୍କୁ ସବୁ ପ୍ରଦେଶରେ ପ୍ରଗ୍ଭର କରିବା ପାଇଁ, ରାଜା ଅନୁମତି ଦେଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲା। Gade chapit laଓଡିଆ ବାଇବେଲ12 ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲେ। Gade chapit la |