Biblia Todo Logo
Bib sou entènèt

- Piblisite -




ଏଷ୍ଟର 8:15 - ପବିତ୍ର ବାଇବଲ

15 ଏହା ପରେ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ ସରୁ ଓ ଏକ ସୁକ୍ଷ୍ମ ନାଇଲନ୍ ଓଢ଼ଣୀ ଓ ବାଇଗଣୀ ରଙ୍ଗର ବସ୍ତ୍ର ପିନ୍ଧି ରାଜାଙ୍କ ଛାମୁରୁ ବାହାରି ଗଲା ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ୍ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ଵିତ ହୋଇ ରାଜା ଛାମୁରୁ ବାହାରକୁ ଗଲା; ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।

Gade chapit la Kopi

ଓଡିଆ ବାଇବେଲ

15 ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ୍‍ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍‍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍‍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।

Gade chapit la Kopi




ଏଷ୍ଟର 8:15
15 Referans Kwoze  

ଆଉ ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସେହି ଆଜ୍ଞା ଶୂଶନ୍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍ ନଗର ଉ‌‌‌‌‌ଦ୍‌‌‌‌‌ବିଗ୍ନ ହେଲା।


ଏହା ପରେ ଫାରୋ ତାଙ୍କୁ ଏକ ବିଶେଷ ମୁଦ୍ରିକା ଦେଲେ। ତାଙ୍କୁ ସୁକ୍ଷ୍ମ ବସ୍ତ୍ର ପିନ୍ଧାଇ ତାହାଙ୍କ ଗଳାରେ ସୁବର୍ଣ୍ଣହାର ଦେଲେ।


ଯୀଶୁ କହିଲେ, “ଥରେ ଜଣେ ଧନୀଲୋକ ସଦାବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସମ୍ପୂର୍ଣ୍ଣ ଭୋଜି ଦେବାକୁ ସକ୍ଷମ ଥିଲା।


ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି। ମାତ୍ର ଦୁଷ୍ଟମାନେ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।


ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସନ ଏବଂ ଅଶ୍ୱ ଯେଉଁଥିରେ ରାଜା ଆରୋହଣ କରନ୍ତି ତାହା ଅଣାଯାଉ ଏବଂ ତାଙ୍କର ମସ୍ତକରେ ରାଜମୁକୁଟ ପିନ୍ଧା ଯାଉ।


ସେଠାରେ ଧଳା ଓ ନୀଳ କାର୍ପାସ ପରଦା ଥିଲା। ସେହି ପରଦାଗୁଡ଼ିକ ନାଇଲ‌ନ୍‌ରେ ତିଆରି ରଜ୍ଜୁ ଓ ବାଇଗଣ ରଙ୍ଗର ରୌପ୍ୟମୟ କଡ଼ାରେ ମାର୍ବଲ ସ୍ତମ୍ଭରେ ବନ୍ଧା ଥିଲା ଏବଂ ଚଟାଣ ଉପରେ ମଧ୍ୟ ଯାହାକି ବିଭିନ୍ନ ପ୍ରକାର ରଙ୍ଗିନ୍ ସ୍ପଟିକ, ଶାମୁକା, ମୁକ୍ତା ଓ ମାର୍ବଲ ପଥରରେ ନିର୍ମିତ ହୋଇଥିଲା। ସେଠାରେ ସୁବର୍ଣ୍ଣର ଓ ରୂପାର ଆସନ ଥିଲା।


ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ୟକ୍ତିଙ୍କୁ? ତା’ ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନରେ ପାଇ ପାରିବ।


କିନ୍ତୁ ମୁଁ ତୁମ୍ଭକୁ କହୁଛି, ମହାନ ଓ ଧନୀରାଜା ଶଲୋମନ ନିଜର ସମସ୍ତ ବୈଭବ ଥାଇ ମଧ୍ୟ ସେ ନିଜକୁ ସୁସଜ୍ଜିତ କରିପାରି ନ ଥିଲେ।


ତେଣୁ ହାମନ୍ ସେହି ବସନ ଓ ଅଶ୍ୱନେଇ ମର୍ଦ୍ଦଖୟକୁ ବସ୍ତ୍ରାନ୍ୱିତ କଲା ଓ ଅଶ୍ୱାରୋହଣ କରାଇ ନଗର ଦାଣ୍ଡରେ ବୁଲାଇଲା। “ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାଯାଏ।” ଏହିକଥା ତାହାର ଆଗେ ଆଗେ ଘୋଷଣା କଲା।


ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଛିଡ଼ା ହେଲା। ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ।


ଆଉ ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଛନ୍ତି। ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲା।


ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୁଢ଼ ଦୂତମାନେ ରାଜାଙ୍କ ଆଜ୍ଞାରେ ଶୀଘ୍ର ଗ୍ଭଲିଗଲେ, ଏବଂ ଏହା ଶୂଶନ୍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।


ତାହାର ପରାକ୍ରମ ଓ ପ୍ରଭାବରେ ସବୁକଥା ଆଉ ରାଜା ମର୍ଦ୍ଦଖୟକୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚ ପଦରେ ନିଯୁକ୍ତ କଲା। ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦିୟ ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ।


ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ। ମାତ୍ର ଦୁଷ୍ଟର ବିନାଶ ହେଲେ ଜୟଧ୍ୱନି ହୁଏ।


ଧାର୍ମିକମାନେ ଜୟ କଲେ ମହା ଗୌରବ ହୁଏ। ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ, ଲୋକେ ଆପଣାକୁ ଲୁଗ୍ଭନ୍ତି।


Swiv nou:

Piblisite


Piblisite