ଏଷ୍ଟର 8:3 - ପବିତ୍ର ବାଇବଲ3 ଏଷ୍ଟର ରାଜା ନିକଟରେ ପୁନର୍ବାର ନିବେଦନ କଲା, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍ର କୃତ ଅମଙ୍ଗଳ ଓ ତା'ର କଳ୍ପିତ କଳ୍ପନା ନିବାରାଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲା। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏଷ୍ଟର ରାଜା ନିକଟରେ ପୁନର୍ବାର ନିବେଦନ କଲା, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍ର କୃତ ଅମଙ୍ଗଳ ଓ ତାହାର କଳ୍ପିତ କଳ୍ପନା ନିବାରଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲା। Gade chapit laଓଡିଆ ବାଇବେଲ3 ଏଷ୍ଟର ରାଜାଙ୍କ ନିକଟରେ ପୁନର୍ବାର ନିବେଦନ କଲେ, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍ର କୃତ ଅମଙ୍ଗଳ ଓ ତାହାର କଳ୍ପିତ କଳ୍ପନା ନିବାରଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଷ୍ଟର ରାଜାଙ୍କ ନିକଟରେ ପୁନର୍ବାର ନିବେଦନ କଲେ, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍ର କୃତ ଅମଙ୍ଗଳ ଓ ତାହାର କଳ୍ପିତ କଳ୍ପନା ନିବାରଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲେ। Gade chapit la |