ଏଷ୍ଟର 8:5 - ପବିତ୍ର ବାଇବଲ5 ଏବଂ କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି ଯେବେ ରାଜାଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଇଅଛି, “ଦୟାକରି ମୋ’ ପାଇଁ ଏହା କରନ୍ତୁ। ଆଉ ଯଦି ଏହା ରାଜାଙ୍କୁ ସନ୍ତୁଷ୍ଟ କରେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମାଦାଥାର ପୁତ୍ର ହାମନ୍ ଯେ ସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲା, ତାହା ପ୍ରତ୍ୟାହୃତ କରାଯାଉ। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି, ଏହି କର୍ମ ମହାରାଜଙ୍କ ଦୃଷ୍ଟିରେ ଯଥାର୍ଥ ବୋଧ ହୁଏ, ଆଉ ମୁଁ ମହାରାଜଙ୍କର ତୁଷ୍ଟିକାରିଣୀ ଅଟେ, ତେବେ ମହାରାଜଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ଯେସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲା, ତାହା ଅନ୍ୟଥା କରିବାକୁ ଲେଖାଯାଉ; Gade chapit laଓଡିଆ ବାଇବେଲ5 ପୁଣି, ଏହି କର୍ମ ମହାରାଜାଙ୍କ ଦୃଷ୍ଟିରେ ଯଥାର୍ଥ ବୋଧ ହୁଏ, ଆଉ ମୁଁ ମହାରାଜାଙ୍କର ତୁଷ୍ଟିକାରିଣୀ ଅଟେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ଯେସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲେ, ତାହା ଅନ୍ୟଥା କରିବାକୁ ଲେଖାଯାଉ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, “ଏହି କର୍ମ ମହାରାଜାଙ୍କ ଦୃଷ୍ଟିରେ ଯଥାର୍ଥ ବୋଧ ହୁଏ, ଆଉ ମୁଁ ମହାରାଜାଙ୍କର ତୁଷ୍ଟିକାରିଣୀ ଅଟେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ଯେସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲେ, ତାହା ଅନ୍ୟଥା କରିବାକୁ ଲେଖାଯାଉ; Gade chapit la |
କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ଯାଅ, ଆମ୍ଭେମାନେ ନିଶ୍ଚିତ ଭାବରେ ଜାଣିବୁ। ଯେମନ୍ତ ଆମ୍ଭେ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କଠାରୁ ବିଶେଷ ଲୋକ ହେବା। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନ ଯାଅ, ତେବେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେମାନେ ଭିନ୍ନ ନୋହୁଁ।”