ଏଷ୍ଟର 8:8 - ପବିତ୍ର ବାଇବଲ8 ତୁମ୍ଭେମାନେ ଯିହୁଦୀୟମାନଙ୍କ ସମନ୍ଧରେ ନିଜ ନିଜ ଇଚ୍ଛାନୁସାରେ ରାଜାଙ୍କ ନାମରେ ରାଜାଜ୍ଞା ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର। କାରଣ ରାଜାଙ୍କର ନାମରେ ଲିଖିତ ଓ ରାଜାଙ୍କର ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ପାରିବେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାର ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ। Gade chapit laଓଡିଆ ବାଇବେଲ8 ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।” Gade chapit la |
ଏବଂ କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି ଯେବେ ରାଜାଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଇଅଛି, “ଦୟାକରି ମୋ’ ପାଇଁ ଏହା କରନ୍ତୁ। ଆଉ ଯଦି ଏହା ରାଜାଙ୍କୁ ସନ୍ତୁଷ୍ଟ କରେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମାଦାଥାର ପୁତ୍ର ହାମନ୍ ଯେ ସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲା, ତାହା ପ୍ରତ୍ୟାହୃତ କରାଯାଉ।