Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:16 - ପବିତ୍ର ବାଇବଲ

16 ସେହି ସମୟରେ, ଅନ୍ୟ ପ୍ରଦେଶରେ ବାସ କରୁଥିବା ଯିହୁଦୀମାନେ ନିଜକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ଏକତ୍ରିତ ହେଲେ। ଏହିପରି ଭାବରେ ସେମାନେ ସେମାନଙ୍କର ଶତ୍ରୁମାନଙ୍କୁ ଜୟ କରି ପାରିଲେ। ଯିହୁଦୀୟମାନେ ସେମାନଙ୍କର 75,000 ଶତ୍ରୁମାନଙ୍କୁ ହତ୍ୟା କଲେ। କିନ୍ତୁ ଯିହୁଦୀୟମାନେ ସେମାନଙ୍କର ଧନ ଲୁଣ୍ଠନ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏଥି ମଧ୍ୟରେ ରାଜାର ନାନା ପ୍ରଦେଶ-ନିବାସୀ ଅନ୍ୟ ସକଳ ଯିହୁଦୀୟ ଲୋକମାନେ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣ ନିମନ୍ତେ ଠିଆ ହେଲେ; ପୁଣି, ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇ ଘୃଣାକାରୀମାନଙ୍କର ପଞ୍ଚସ୍ତରି ସହସ୍ର ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 ଏଥି ମଧ୍ୟରେ ରାଜାଙ୍କ ନାନା ପ୍ରଦେଶ-ନିବାସୀ ଅନ୍ୟ ସକଳ ଯିହୁଦୀୟ ଲୋକମାନେ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣ ନିମନ୍ତେ ଠିଆ ହେଲେ; ପୁଣି, ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇ ଘୃଣାକାରୀମାନଙ୍କର ପଞ୍ଚସ୍ତରି ସହସ୍ର ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିମଧ୍ୟରେ ରାଜାଙ୍କ ନାନା ପ୍ରଦେଶ ନିବାସୀ ଅନ୍ୟ ସକଳ ଯିହୁଦୀୟ ଲୋକମାନେ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣ ନିମନ୍ତେ ଠିଆ ହେଲେ; ପୁଣି, ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇ ଘୃଣାକାରୀମାନଙ୍କର ପଞ୍ଚସ୍ତରି ସହସ୍ର ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।

Gade chapit la Kopi




ଏଷ୍ଟର 9:16
6 Referans Kwoze  

ରାଜାଙ୍କର ଚିଠିରେ ଲିଖିତ ବିଷୟ ବସ୍ତୁ ଏହି: ପ୍ରତ୍ୟେକ ନଗରରେ ଯିହୁଦୀୟମାନେ ସେମାନଙ୍କର ନିରାପଦ ପାଇଁ ଏକତ୍ରିତ ହେବେ। ସେମାନେ ଧ୍ୱଂସ କରି ପାରିବେ, ତଳିତଳାନ୍ତ କରି ପାରିବେ, ହତ୍ୟା କରି ପାରିବେ, ଯେଉଁମାନେ ସେମାନଙ୍କର ସ୍ତ୍ରୀ ଓ ପିଲାଙ୍କ ପ୍ରତି ଆକ୍ରମଣ କରିବେ, ସେମାନେ ଯେଉଁ ଗୋଷ୍ଠୀୟ ହୋଇଥା’ନ୍ତୁ ନା କାହିଁକି। ଏବଂ ଯିହୁଦୀୟମାନଙ୍କର ଅଧିକାର ଅଛି ସେମାନେ ସେମାନଙ୍କର ଶତ୍ରୁମାନଙ୍କର ସମସ୍ତ ଧନସମ୍ପତ୍ତି ନଷ୍ଟ କରି ପାରିବେ।


ସେହି ସମୟରେ, ରାଜା ଅକ୍ଷଶ୍ୱେରଶଙ୍କର ରାଜ୍ୟର ସମସ୍ତ ନଗରରେ ଯିହୁଦୀୟମାନେ ସେମାନଙ୍କୁ କ୍ଷତି କରିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ବିରୁଦ୍ଧରେ ପ୍ରତିବାଦ କରିବାକୁ ଏକତ୍ରିତ ହେଲେ। ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇପାରିଲେ ନାହିଁ, କାରଣ ସମୁଦାୟ ଲୋକେ ସେମାନଙ୍କୁ ଭୟ କରୁଥିଲେ।


ଯାକୁବର ପୁତ୍ରମାନେ ସେହି ନଗରକୁ ଗଲେ, ଯେଉଁଠାରେ ତାଙ୍କ ଭଉଣୀ କଳୁଷିତା ହୋଇଥିଲା, ଏବଂ ପ୍ରତ୍ୟେକ ଦ୍ରବ୍ୟ ହରଣ କଲେ।


କିନ୍ତୁ ସେମାନଙ୍କର ଧନୁ ଭାଙ୍ଗିଯିବ। ସେମାନଙ୍କର ଖଣ୍ଡା ସେମାନଙ୍କର ନିଜ ହୃଦୟରେ ପ୍ରବେଶ କରିବ।


ସେମାନଙ୍କୁ ଅନ୍ୟ ଗୋଷ୍ଠୀୟମାନଙ୍କୁ ଦଣ୍ଡିତ କରିବାକୁ ଯାଆନ୍ତୁ। ସେମାନଙ୍କୁ ଯିବାକୁ ଓ ଦଣ୍ଡ ଦେବାକୁ ଦିଅ।


Swiv nou:

Piblisite


Piblisite