ଏଷ୍ଟର 9:18 - ପବିତ୍ର ବାଇବଲ18 ମାତ୍ର ଶୂଶନ୍ରେ ବାସ କରୁଥିବା ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ। ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ମାତ୍ର ଶୂଶନ୍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ। Gade chapit laଓଡିଆ ବାଇବେଲ18 ମାତ୍ର ଶୂଶନ୍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ଶୂଶନ୍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ। Gade chapit la |
ରାଜାଙ୍କର ଚିଠିରେ ଲିଖିତ ବିଷୟ ବସ୍ତୁ ଏହି: ପ୍ରତ୍ୟେକ ନଗରରେ ଯିହୁଦୀୟମାନେ ସେମାନଙ୍କର ନିରାପଦ ପାଇଁ ଏକତ୍ରିତ ହେବେ। ସେମାନେ ଧ୍ୱଂସ କରି ପାରିବେ, ତଳିତଳାନ୍ତ କରି ପାରିବେ, ହତ୍ୟା କରି ପାରିବେ, ଯେଉଁମାନେ ସେମାନଙ୍କର ସ୍ତ୍ରୀ ଓ ପିଲାଙ୍କ ପ୍ରତି ଆକ୍ରମଣ କରିବେ, ସେମାନେ ଯେଉଁ ଗୋଷ୍ଠୀୟ ହୋଇଥା’ନ୍ତୁ ନା କାହିଁକି। ଏବଂ ଯିହୁଦୀୟମାନଙ୍କର ଅଧିକାର ଅଛି ସେମାନେ ସେମାନଙ୍କର ଶତ୍ରୁମାନଙ୍କର ସମସ୍ତ ଧନସମ୍ପତ୍ତି ନଷ୍ଟ କରି ପାରିବେ।