Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:21 - ପବିତ୍ର ବାଇବଲ

21 ଆଉ ଯେଉଁ ଦୁଇ ଦିନ ଯିହୁଦୀମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇଲେ, ଯେଉଁ ମାସରେ ସେମାନଙ୍କର ଦୁଃଖ ସୁଖରେ ଓ ଶୋକ ମଙ୍ଗଳ ଦିନରେ ପରିଣତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ, ଯେଉଁ ଦୁଇ ଦିନ ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇଲେ, ପୁଣି ଯେଉଁ ମାସରେ ସେମାନଙ୍କର ଦୁଃଖ ସୁଖରେ ଓ ଶୋକ ମଙ୍ଗଳ ଦିନରେ ପରିଣତ ହେଲା,

Gade chapit la Kopi

ଓଡିଆ ବାଇବେଲ

21 ଆଉ, ଯେଉଁ ଦୁଇ ଦିନ ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇଲେ, ପୁଣି ଯେଉଁ ମାସରେ ସେମାନଙ୍କର ଦୁଃଖ ସୁଖରେ ଓ ଶୋକ ମଙ୍ଗଳ ଦିନରେ ପରିଣତ ହେଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ, ଯେଉଁ ଦୁଇ ଦିନ ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇଲେ, ପୁଣି ଯେଉଁ ମାସରେ ସେମାନଙ୍କର ଦୁଃଖ ସୁଖରେ ଓ ଶୋକ ମଙ୍ଗଳ ଦିନରେ ପରିଣତ ହେଲା,

Gade chapit la Kopi




ଏଷ୍ଟର 9:21
8 Referans Kwoze  

ଏହି ସମସ୍ତ ଅଦର ମାସର ତ୍ରୟୋଦଶ ଦିନରେ ହେଲା ପୁଣି ସେହି ମାସର ଚତୁର୍ଦ୍ଦଶ ଦିନରେ ସେମାନେ ବିଶ୍ରାମ କରି ତାହା ଭୋଜନପାନ ଓ ଆନନ୍ଦ କରିବାର ଦିନ କଲେ।


ମାତ୍ର ଶୂଶ‌ନ୍‌ରେ ବାସ କରୁଥିବା ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ। ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ।


ଏହା ପରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲା ଓ ଅକ୍ଷଶ୍ୱେରଶ ରାଜାର ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀମାନଙ୍କ ନିକଟକୁ ପଠାଇଲା।


ସେ ଆଦେଶ ଦେଲେ ଯେ, ସେମାନେ ସେହି ଦିନଗୁଡ଼ିକ ପାଳନ କରିବେ, ଯେତେବେଳେ ସେମାନେ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତ ପାଇଲେ ଏବଂ ସେମାନଙ୍କର ଦୁଃଖ ଏବଂ ଶୋକ, ଆନନ୍ଦ ଓ ଉତ୍ସବରେ ବଦଳି ଗଲା, ଯେହେତୁ ଭୋଜିର ଦିନ, ଆନନ୍ଦର ଦିନରେ ଜଣେ ଅନ୍ୟ ଜଣ ପାଖକୁ ଉପହାର ପଠାଇବେ ଏବଂ ପ୍ରତ୍ୟେକ ବର୍ଷ ଗରିବ ଲୋକମାନଙ୍କ ପାଖକୁ ଉପହାର ପଠାଇବେ।


ତା'ପରେ, ଅବୀହେଲିୟର କନ୍ୟା ରାଣୀ ଏଷ୍ଟର ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍ ଦିନ ବିଷୟରେ ସୁନିଶ୍ଚିତ କରିବା ପାଇଁ ସେମାନଙ୍କର ସମ୍ପୂର୍ଣ୍ଣ ଅଧିକାର ସହିତ ଦ୍ୱିତୀୟ ପତ୍ର ଲେଖିଲେ।


ଦାରିୟାବସ ରାଜାର ଅଧିକାରର ଷଷ୍ଠବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ମନ୍ଦିର ସମାପ୍ତ ହେଲା।


ରାଜା ଅକ୍ଷଶ୍ୱେରଶ ଦ୍ୱାଦଶ ବର୍ଷର ପ୍ରଥମ ମାସଟି, ଯାହାକି “ନୀଷନ୍” ବୋଲି ପରିଚିତ, ସେମାନେ ଆଖିବୁଜି ଦ୍ୱାଦଶ ମାସକୁ ମନୋନୀତ କଲେ, ଏହା ଅଦର ଯିହୁଦୀମାନଙ୍କୁ ଧ୍ୱଂସ କରିବା ବୋଲି ଜଣାଯାଏ।


Swiv nou:

Piblisite


Piblisite