ଏଷ୍ଟର 9:22 - ପବିତ୍ର ବାଇବଲ22 ସେ ଆଦେଶ ଦେଲେ ଯେ, ସେମାନେ ସେହି ଦିନଗୁଡ଼ିକ ପାଳନ କରିବେ, ଯେତେବେଳେ ସେମାନେ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତ ପାଇଲେ ଏବଂ ସେମାନଙ୍କର ଦୁଃଖ ଏବଂ ଶୋକ, ଆନନ୍ଦ ଓ ଉତ୍ସବରେ ବଦଳି ଗଲା, ଯେହେତୁ ଭୋଜିର ଦିନ, ଆନନ୍ଦର ଦିନରେ ଜଣେ ଅନ୍ୟ ଜଣ ପାଖକୁ ଉପହାର ପଠାଇବେ ଏବଂ ପ୍ରତ୍ୟେକ ବର୍ଷ ଗରିବ ଲୋକମାନଙ୍କ ପାଖକୁ ଉପହାର ପଠାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲା। Gade chapit laଓଡିଆ ବାଇବେଲ22 ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲେ। Gade chapit la |