ଏଷ୍ଟର 9:25 - ପବିତ୍ର ବାଇବଲ25 ହାମନ୍ ଏପରି କରିଥିଲେ କିନ୍ତୁ ଏଷ୍ଟର ରାଜାଙ୍କ ନିକଟରେ ଜଣାଇଲେ। ତେଣୁ ସେ ଆଉ ନୂତନ ନିର୍ଦ୍ଦେଶ ପଠାଇଲେ। ସେହି ନିର୍ଦ୍ଦେଶ ଯେ କେବଳ ହାମନ୍ର ଯୋଜନାକୁ ପଣ୍ତ କଲା ତାହା ନୁହେଁ। ସେହି ନିର୍ଦ୍ଦେଶ ହାମନ୍ ଓ ତା'ର ପରିବାରରେ ଅନିଷ୍ଟ କରାଇଲା ତେଣୁ ହାମନ୍ ଓ ତା'ର ପୁତ୍ରଗଣ ଫାଶୀଖୁଣ୍ଟରେ ଝୁଲାଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ। Gade chapit laଓଡିଆ ବାଇବେଲ25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, “ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ। Gade chapit la |
ଦାଉଦ ଶୁଣିଲେ ଯେ ନାବଲ ମୃତ୍ୟୁବରଣ କରିଛି। ଦାଉଦ କହିଲେ, “ସଦାପ୍ରଭୁଙ୍କ ପ୍ରଶଂସା କର। ନାବଲ ମୋ’ ବିଷୟରେ ଖରାପ କଥା କହିଥିଲା କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ। ସଦାପ୍ରଭୁ ମୋତେ ମନ୍ଦକାର୍ଯ୍ୟ କରିବାରୁ କ୍ଷାନ୍ତ କଲେ। ସଦାପ୍ରଭୁ ତା'ର ମୃତ୍ୟୁର କାରଣ ହେଲେ, କାରଣ ସେ କୁକର୍ମ କରିଥିଲା।” ତା'ପରେ ଦାଉଦ ଅବୀଗଲକୁ ଏକ ବାର୍ତ୍ତା ପଠାଇଲେ। ଦାଉଦଙ୍କର ସ୍ତ୍ରୀ ହେବା ପାଇଁ ତାଙ୍କୁ ପଗ୍ଭରିଲେ।