Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:26 - ପବିତ୍ର ବାଇବଲ

26-27 ସେହି ସମୟରେ “ପୂର” ନାମ ଅନୁସାରେ ସେହି ଦୁଇ ନିୟମ ନାମ “ପୂରୀମ୍” ହେଲା ଏବଂ ସେହି ଚିଠିର ସମସ୍ତ କଥା ଯୋଗୁଁ ଓ ସେ ବିଷୟରେ ସେମାନେ ଯାହା ଦେଖିଥିଲେ, ସେମାନଙ୍କ ପ୍ରତି ତାହା ଘଟିଥିଲା, ତହିଁ ସକାଶୁ ଯିହୁଦୀୟମାନେ ଆପଣାମାନଙ୍କର ଓ ନିଜ ନିଜ ବଂଶର ଯିହୁଦୀ ମତାବଲମ୍ବୀ ଗଣର କର୍ତ୍ତବ୍ୟ ବୋଲି ଏହା ସ୍ଥିର କଲେ। ସେହି ସମ୍ପର୍କୀୟ ଲିଖିତ ଆଜ୍ଞା ଓ ନିରୂପିତ ସମୟାନୁସାରେ ସେମାନେ ବର୍ଷକୁ ବର୍ଷ ଏହି ଦୁଇ ଦିନ ପାଳନ କରିବେ ଓ କୌଣସି ମତେ ତାହା ଲୋପ କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏନିମନ୍ତେ ପୂର ନାମାନୁସାରେ ସେହି ଦୁଇ ଦିନର ନାମ ପୂରୀମ୍ ହେଲା। ପୁଣି, ସେହି ପତ୍ରର ସକଳ କଥା ସକାଶୁ ଓ ସେ ବିଷୟରେ ଯାହା ସେମାନେ ଦେଖିଥିଲେ ଓ ସେମାନଙ୍କ ପ୍ରତି ଯାହା ଘଟିଥିଲା, ତହିଁ ସକାଶୁ ଯିହୁଦୀୟମାନେ ଆପଣାମାନଙ୍କର ଓ ଆପଣା ଆପଣା ବଂଶର ଓ ଯିହୁଦୀ-ମତାବଲମ୍ଵୀଗଣର କର୍ତ୍ତବ୍ୟ ବୋଲି ଏହା ସ୍ଥିର କଲେ ଯେ,

Gade chapit la Kopi

ଓଡିଆ ବାଇବେଲ

26 ଏନିମନ୍ତେ ପୂର ନାମାନୁସାରେ ସେହି ଦୁଇ ଦିନର ନାମ ପୂରୀମ୍‍ ହେଲା। ପୁଣି, ସେହି ପତ୍ରର ସକଳ କଥା ସକାଶୁ ଓ ସେ ବିଷୟରେ ଯାହା ସେମାନେ ଦେଖିଥିଲେ ଓ ସେମାନଙ୍କ ପ୍ରତି ଯାହା ଘଟିଥିଲା, ତହିଁ ସକାଶୁ ଯିହୁଦୀୟମାନେ ଆପଣାମାନଙ୍କର ଓ ଆପଣା ଆପଣା ବଂଶର ଓ ଯିହୁଦୀ-ମତାବଲମ୍ବୀଗଣର କର୍ତ୍ତବ୍ୟ ବୋଲି ଏହା ସ୍ଥିର କଲେ ଯେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏନିମନ୍ତେ ପୂର ନାମାନୁସାରେ ସେହି ଦୁଇ ଦିନର ନାମ ପୂରୀମ୍‍ ହେଲା। ପୁଣି, ସେହି ପତ୍ରର ସକଳ କଥା ସକାଶୁ ଓ ସେ ବିଷୟରେ ଯାହା ସେମାନେ ଦେଖିଥିଲେ ଓ ସେମାନଙ୍କ ପ୍ରତି ଯାହା ଘଟିଥିଲା, ତହିଁ ସକାଶୁ ଯିହୁଦୀୟମାନେ ଆପଣାମାନଙ୍କର ଓ ଆପଣା ଆପଣା ବଂଶର ଓ ଯିହୁଦୀ-ମତାବଲମ୍ବୀଗଣର କର୍ତ୍ତବ୍ୟ ବୋଲି ଏହା ସ୍ଥିର କଲେ ଯେ,

Gade chapit la Kopi




ଏଷ୍ଟର 9:26
5 Referans Kwoze  

ଏହା ପରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲା ଓ ଅକ୍ଷଶ୍ୱେରଶ ରାଜାର ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀମାନଙ୍କ ନିକଟକୁ ପଠାଇଲା।


“ପରମେଶ୍ୱର କହନ୍ତି ମୁଁ ସେହି ଦିନ ଗୋଗର ସମାଧି ସ୍ଥାନ ନିମନ୍ତେ ଇସ୍ରାଏଲ ମଧ୍ୟରେ ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ବାଛିବି ଏବଂ ତାହା ପଥିକମାନଙ୍କର ଗମନରୋଧ କରିବ। ସେହି ସ୍ଥାନରେ ଲୋକମାନେ ଗୋଗକୁ ଓ ତାହାର ସମସ୍ତ ଲୋକଙ୍କୁ କବର ଦେବେ। ଏବଂ ସେହି ସ୍ଥାନକୁ ସେମାନେ ‘ଗୋଗର ସୈନ୍ୟମାନଙ୍କର ଉପତ୍ୟକା’ ବୋଲି ନାମ ଦେବେ।


ଏହି ଧାତୁ ଆଚ୍ଛାଦକ ଇସ୍ରାଏଲର ଲୋକମାନଙ୍କୁ ମନେପକାଇ ଦିଏ ଯେ, ହାରୋଣଙ୍କ ପରିବାର ବ୍ୟତୀତ ଅନ୍ୟ କେହି ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳି ପାରିବେ ନାହିଁ। ଯଦି ଅନ୍ୟ କେହି ଏହି ସେବା କରିବ, ସେ କୋରହଙ୍କ ପରିବାରବର୍ଗ ପରି ହେବ ବୋଲି ଯାହା ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଜଣାଇ ଥିଲେ।


ଏହିପରି ଏଷ୍ଟରର ଆଜ୍ଞାଦ୍ୱାରା “ପୂରୀମ୍” ଦିନରେ ବିଧି ସ୍ଥିରିକୃତ ହେଲା ଓ ତାହା ପୁସ୍ତକରେ ଲେଖାଗଲା।


ରାଜା ଅକ୍ଷଶ୍ୱେରଶ ଦ୍ୱାଦଶ ବର୍ଷର ପ୍ରଥମ ମାସଟି, ଯାହାକି “ନୀଷନ୍” ବୋଲି ପରିଚିତ, ସେମାନେ ଆଖିବୁଜି ଦ୍ୱାଦଶ ମାସକୁ ମନୋନୀତ କଲେ, ଏହା ଅଦର ଯିହୁଦୀମାନଙ୍କୁ ଧ୍ୱଂସ କରିବା ବୋଲି ଜଣାଯାଏ।


Swiv nou:

Piblisite


Piblisite